ବିଚାରକର୍ତ୍ତା 14:12 - ପବିତ୍ର ବାଇବଲ12 ଏହା ପରେ ଶାମ୍ଶୋନ୍ ସେହି ତିରିଶ୍ ଜଣ ଲୋକମାନଙ୍କୁ କହିଲେ, “ମୁଁ ତୁମ୍ଭକୁ ଏକ ରହସ୍ୟାବୃତ ପ୍ରଶ୍ନ କହିବାକୁ ଗ୍ଭହେଁ। ତୁମ୍ଭେମାନେ ଯେବେ ଏହି ଭୋଜିର ସାତ ଦିନ ମଧ୍ୟରେ ତହିଁର ଅର୍ଥ ବାହାର କରି ମୋତେ ଜଣାଇବ। ତେବେ ତୁମ୍ଭମାନଙ୍କୁ ମୁଁ ତିରିଶ୍ ରେଶମବସ୍ତ୍ର ଓ ତିରିଶ୍ ଯୋଡ଼ା ପୋଷାକ ଦେବି। Viz kapitolaପବିତ୍ର ବାଇବଲ (Re-edited) - (BSI)12 ତହିଁରେ ଶାମ୍ଶୋନ୍ ସେମାନଙ୍କୁ କହିଲା, ମୁଁ ତୁମ୍ଭମାନଙ୍କୁ ଗୋଟିଏ ପ୍ରହେଳିକା କହେ। ତୁମ୍ଭେମାନେ ଯେବେ ଏହି ଭୋଜିର ସାତଦିନ ମଧ୍ୟରେ ତହିଁର ଅର୍ଥ ବାହାର କରି ମୋତେ ଜଣାଇବ, ତେବେ ମୁଁ ତୁମ୍ଭମାନଙ୍କୁ ତିରିଶ ମସିନା ବସ୍ତ୍ର ଓ ତିରିଶ ସାଜ ପୋଷାକ ଦେବି। Viz kapitolaଓଡିଆ ବାଇବେଲ12 ତହିଁରେ ଶାମ୍ଶୋନ୍ ସେମାନଙ୍କୁ କହିଲା, ମୁଁ ତୁମ୍ଭମାନଙ୍କୁ ଗୋଟିଏ ପ୍ରହେଳିକା କହେ। ତୁମ୍ଭେମାନେ ଯେବେ ଏହି ଭୋଜିର ସାତଦିନ ମଧ୍ୟରେ ତହିଁର ଅର୍ଥ ବାହାର କରି ମୋତେ ଜଣାଇବ, ତେବେ ମୁଁ ତୁମ୍ଭମାନଙ୍କୁ ତିରିଶ ମସିନା ବସ୍ତ୍ର ଓ ତିରିଶ ସାଜ ପୋଷାକ ଦେବି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ତହିଁରେ ଶାମ୍ଶୋନ୍ ସେମାନଙ୍କୁ କହିଲା, “ମୁଁ ତୁମ୍ଭମାନଙ୍କୁ ଗୋଟିଏ ପ୍ରହେଳିକା କହେ। ତୁମ୍ଭେମାନେ ଯେବେ ଏହି ଭୋଜିର ସାତ ଦିନ ମଧ୍ୟରେ ତହିଁର ଅର୍ଥ ବାହାର କରି ମୋତେ ଜଣାଇବ, ତେବେ ମୁଁ ତୁମ୍ଭମାନଙ୍କୁ ତିରିଶ ମସିନା ବସ୍ତ୍ର ଓ ତିରିଶ ସାଜ ପୋଷାକ ଦେବି। Viz kapitola |