Online Bible

- Reklamy -

ବିଚାରକର୍ତ୍ତା 14:13 - ପବିତ୍ର ବାଇବଲ

13 ଯଦି ତୁମ୍ଭେ କେହି ଉତ୍ତର ବାହାର କରି ନ ପାର, ତେବେ ତୁମ୍ଭେମାନେ ମୋତେ ତିରି‌ଶ୍‌ଟି ମସିନା ବସ୍ତ୍ର ଓ ତିରି‌ଶ୍‌ଟି ସାଜ ପୋଷାକ ଦେବ।” ତେଣୁ ସେହି ତିରିଶ୍ ଜଣ ଲୋକ ପଗ୍ଭରିଲେ, “ତୁମ୍ଭେ ତୁମ୍ଭର ପ୍ରହେଳିକା କୁହ, ଆମ୍ଭେ ତାକୁ ଶୁଣିବାକୁ ଗ୍ଭହୁଁଅଛୁ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

13 ମାତ୍ର ଯେବେ ତୁମ୍ଭେମାନେ ମୋତେ ତହିଁର ଅର୍ଥ ଜଣାଇ ନ ପାରିବ, ତେବେ ତୁମ୍ଭେମାନେ ମୋତେ ତିରିଶ ମସିନା ବସ୍ତ୍ର ଓ ତିରିଶ ସାଜ ପୋଷାକ ଦେବ। ଆଉ ସେମାନେ ତାହାକୁ କହିଲେ, ତୁମ୍ଭର ପ୍ରହେଳିକା କୁହ, ଆମ୍ଭେମାନେ ତାହା ଶୁଣିବୁ।

Viz kapitola kopírovat

ଓଡିଆ ବାଇବେଲ

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ମାତ୍ର ଯେବେ ତୁମ୍ଭେମାନେ ମୋତେ ତହିଁର ଅର୍ଥ ଜଣାଇ ନ ପାରିବ, ତେବେ ତୁମ୍ଭେମାନେ ମୋତେ ତିରିଶ ମସିନା ବସ୍ତ୍ର ଓ ତିରିଶ ସାଜ ପୋଷାକ ଦେବ।” ଆଉ ସେମାନେ ତାହାକୁ କହିଲେ, “ତୁମ୍ଭର ପ୍ରହେଳିକା କୁହ, ଆମ୍ଭେମାନେ ତାହା ଶୁଣିବୁ।”

Viz kapitola kopírovat

ବିଚାରକର୍ତ୍ତା 14:13

Následuj nás:

Reklamy

Reklamy