ବିଚାରକର୍ତ୍ତା 14:14 - ପବିତ୍ର ବାଇବଲ14 ଶାମ୍ଶୋନ୍ ସେମାନଙ୍କୁ ସେହି ପ୍ରହେଳିକା ଶୁଣାଇଲେ। “ଖାଦକଠାରୁ ଖାଦ୍ୟ ଓ ବଳବାନଠାରୁ ମିଷ୍ଟତା ନିର୍ଗତ ହେଲା।” ମାତ୍ର ସେମାନେ ତିନି ଦିନ ଯାଏ ପ୍ରହେଳିକାର ଅର୍ଥ ଜଣାଇ ପାରିଲେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ତହିଁରେ ସେ ସେମାନଙ୍କୁ କହିଲା, ଖାଦକଠାରୁ ଖାଦ୍ୟ ଓ ବଳବାନ୍ଠାରୁ ମିଷ୍ଟତା ନିର୍ଗତ ହେଲା। ମାତ୍ର ସେମାନେ ତିନି ଦିନ ଯାଏ ପ୍ରହେଳିକାର ଅର୍ଥ ଜଣାଇ ପାରିଲେ ନାହିଁ। Viz kapitolaଓଡିଆ ବାଇବେଲ14 ତହିଁରେ ସେ ସେମାନଙ୍କୁ କହିଲା, ଖାଦକଠାରୁ ଖାଦ୍ୟ ଓ ବଳବାନଠାରୁ ମିଷ୍ଟତା ନିର୍ଗତ ହେଲା। ମାତ୍ର ସେମାନେ ତିନି ଦିନ ଯାଏ ପ୍ରହେଳିକାର ଅର୍ଥ ଜଣାଇ ପାରିଲେ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ତହିଁରେ ସେ ସେମାନଙ୍କୁ କହିଲା, “ଖାଦକଠାରୁ ଖାଦ୍ୟ ଓ ବଳବାନଠାରୁ ମିଷ୍ଟତା ନିର୍ଗତ ହେଲା।” ମାତ୍ର ସେମାନେ ତିନି ଦିନ ଯାଏ ପ୍ରହେଳିକାର ଅର୍ଥ ଜଣାଇ ପାରିଲେ ନାହିଁ। Viz kapitola |