ବିଚାରକର୍ତ୍ତା 14:17 - ପବିତ୍ର ବାଇବଲ17 ଶାମ୍ଶୋନ୍ର ସ୍ତ୍ରୀ ଅବଶିଷ୍ଟ ସାତ ଦିନ ଯାକ କାନ୍ଦିଲା। ତେଣୁ ଶେଷରେ ଭୋଜିର ସପ୍ତମ ଦିନରେ ଶାମ୍ଶୋନ୍ ପ୍ରହେଳିକାର ଉତ୍ତର ତାଙ୍କୁ କହିଲେ। ସେ ଉତ୍ତରଟି ତାଙ୍କୁ କହିଲେ, କାରଣ ସେ ତାଙ୍କୁ ହଇରାଣ କରିବାକୁ ଲାଗିଲା। ତା'ପରେ ସେ ଯାଇ ତା'ର ଲୋକମାନଙ୍କୁ ସେହି ଉତ୍ତର କହି ଦେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)17 ପୁଣି ସେ ଭୋଜିର ସପ୍ତମ ଦିନ ପର୍ଯ୍ୟନ୍ତ ତାହାକୁ ଧରି କାନ୍ଦିଲା; ତହିଁରେ ସେ ତାହାକୁ ନିତା; ଅନୁରୋଧ କରିବାରୁ ସେ ସପ୍ତମ ଦିନରେ ତାହା ତାହାକୁ ବୁଝାଇଦେଲା; ତହୁଁ ସେ ଆପଣା ଲୋକଙ୍କ ସନ୍ତାନମାନଙ୍କୁ ସେହି ପ୍ରହେଳିକା ବୁଝାଇଦେଲା। Viz kapitolaଓଡିଆ ବାଇବେଲ17 ପୁଣି ସେ ଭୋଜିର ସପ୍ତମ ଦିନ ପର୍ଯ୍ୟନ୍ତ ତାହାକୁ ଧରି କାନ୍ଦିଲା; ତହିଁରେ ସେ ତାହାକୁ ନିତାନ୍ତ ଅନୁରୋଧ କରିବାରୁ ଶାମ୍ଶୋନ୍ ସପ୍ତମ ଦିନରେ ତାହା ତାହାକୁ ବୁଝାଇ ଦେଲା; ତହୁଁ ସେ ଆପଣା ଲୋକଙ୍କ ସନ୍ତାନମାନଙ୍କୁ ସେହି ପ୍ରହେଳିକା ବୁଝାଇଦେଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ପୁଣି ସେ ଭୋଜିର ସପ୍ତମ ଦିନ ପର୍ଯ୍ୟନ୍ତ ତାହାକୁ ଧରି କାନ୍ଦିଲା; ତହିଁରେ ସେ ତାହାକୁ ନିତାନ୍ତ ଅନୁରୋଧ କରିବାରୁ ଶାମ୍ଶୋନ୍ ସପ୍ତମ ଦିନରେ ତାହା ତାହାକୁ ବୁଝାଇଦେଲା; ତହୁଁ ସେ ଆପଣା ଲୋକଙ୍କ ସନ୍ତାନମାନଙ୍କୁ ସେହି ପ୍ରହେଳିକା ବୁଝାଇଦେଲା। Viz kapitola |