Online Bible

- Reklamy -




ବିଚାରକର୍ତ୍ତା 14:18 - ପବିତ୍ର ବାଇବଲ

18 ତେଣୁ ସପ୍ତମ ଦିନର ସୂର୍ଯ୍ୟାସ୍ତ ଠିକ୍ ପୂର୍ବରୁ ଭୋଜିର ଶେଷ ଦିନ ପଲେଷ୍ଟୀୟ ଲୋକମାନେ ସେହି ଉତ୍ତର କହି ଦେଲେ, “ମଧୁଠାରୁ ମଧୁର ଆଉ କ’ଣ? ସିଂହଠାରୁ ଅଧିକ ଶକ୍ତିଶାଳୀ କିଏ?” ଶା‌ମ୍‌ଶୋନ୍ ସେମାନଙ୍କୁ କହିଲେ, “ଯଦି ତୁମେ ମୋର ଗାଈରେ ହଳ କରି ନ ଥା’ନ୍ତ ମୋର ପ୍ରହେଳିକାର ଉତ୍ତର ଦେଇପାରି ନ ଥା’ନ୍ତ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

18 ଏ ଉତ୍ତାରେ ସପ୍ତମ ଦିନ ସୂର୍ଯ୍ୟାସ୍ତ ପୂର୍ବରେ ନଗରସ୍ଥ ଲୋକମାନେ ତାହାକୁ କହିଲେ, ମଧୁଠାରୁ ଆଉ ମିଷ୍ଟ କଅଣ? ଓ ସିଂହଠାରୁ ବଳବାନ କିଏ? ତହିଁରେ ସେ ସେମାନଙ୍କୁ କହିଲା, ତୁମ୍ଭେମାନେ ମୋର ଛଡ଼ାରେ ଚାଷ କରି ନ ଥିଲେ, ମୋର ପ୍ରହେଳିକାର ଭେଦ ପାଇ ନ ଥାʼନ୍ତ।

Viz kapitola kopírovat

ଓଡିଆ ବାଇବେଲ

18 ଏଥିଉତ୍ତାରେ ସପ୍ତମ ଦିନ ସୂର୍ଯ୍ୟାସ୍ତ ପୂର୍ବରେ ନଗରସ୍ଥ ଲୋକମାନେ ତାହାକୁ କହିଲେ, ମଧୁଠାରୁ ଆଉ ମିଷ୍ଟ କଅଣ ? ଓ ସିଂହଠାରୁ ବଳବାନ କିଏ ? ତହିଁରେ ଶାମ୍‍ଶୋନ୍‍ ସେମାନଙ୍କୁ କହିଲା, ତୁମ୍ଭେମାନେ ମୋର ଛଡ଼ାରେ (ଅଳ୍ପବୟଷ୍କା ଗାଈ) ହଳ କରି ନ ଥିଲେ, ମୋର ପ୍ରହେଳିକାର ଭେଦ ପାଇ ନ ଥାଆନ୍ତ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଏଥିଉତ୍ତାରେ ସପ୍ତମ ଦିନ ସୂର୍ଯ୍ୟାସ୍ତ ପୂର୍ବରେ ନଗରସ୍ଥ ଲୋକମାନେ ତାହାକୁ କହିଲେ, “ମଧୁଠାରୁ ଆଉ ମିଷ୍ଟ କଅଣ? ଓ ସିଂହଠାରୁ ବଳବାନ କିଏ?” ତହିଁରେ ଶାମ୍‍ଶୋନ୍‍ ସେମାନଙ୍କୁ କହିଲା, “ତୁମ୍ଭେମାନେ ମୋର ଛଡ଼ାରେ (ଅଳ୍ପବୟଷ୍କା ଗାଈ) ହଳ କରି ନ ଥିଲେ, ମୋର ପ୍ରହେଳିକାର ଭେଦ ପାଇ ନ ଥାଆନ୍ତ।”

Viz kapitola kopírovat




ବିଚାରକର୍ତ୍ତା 14:18

Následuj nás:

Reklamy


Reklamy