Online Bible

- Reklamy -




ବିଚାରକର୍ତ୍ତା 14:4 - ପବିତ୍ର ବାଇବଲ

4 ଶା‌ମ୍‌ଶୋ‌ନଙ୍କର ପିତାମାତା ଜାଣି ପାରିଲେ ନାହିଁ ଯେ, ସଦାପ୍ରଭୁ ଏହିପରି ଯୋଜନା କରିଥିଲେ। ସଦାପ୍ରଭୁ ପଲେଷ୍ଟୀୟମାନଙ୍କ ବିରୁଦ୍ଧରେ ସୁଯୋଗ ଖୋଜୁଥିଲେ ଏବଂ ସେମାନଙ୍କ ବିରୁଦ୍ଧରେ ପଦକ୍ଷେପ ନେବା ପାଇଁ ଏକ କାରଣ ଖୋଜୁଥିଲେ। ସେହି ସମୟରେ ପଲେଷ୍ଟୀୟମାନେ ଇସ୍ରାଏଲ ଉପରେ ରାଜତ୍ୱ କରୁଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

4 ମାତ୍ର ପଲେଷ୍ଟୀୟମାନଙ୍କ ପ୍ରତିକୂଳରେ ଛିଦ୍ର ପାଇବା ଚେଷ୍ଟାରେ ଏହି ଘଟନା ଯେ ସଦାପ୍ରଭୁଙ୍କ ଆଡ଼ୁ ହେଲା, ଏହା ତାହାର ପିତାମାତା ଜାଣିଲେ ନାହିଁ। ସେ ସମୟରେ ପଲେଷ୍ଟୀୟମାନେ ଇସ୍ରାଏଲ ଉପରେ କର୍ତ୍ତୃତ୍ଵ କରୁଥିଲେ।

Viz kapitola kopírovat

ଓଡିଆ ବାଇବେଲ

4 ମାତ୍ର ପଲେଷ୍ଟୀୟମାନଙ୍କ ପ୍ରତିକୂଳରେ ଛିଦ୍ର ପାଇବା ଚେଷ୍ଟାରେ ଏହି ଘଟଣା ଯେ ସଦାପ୍ରଭୁଙ୍କ ଆଡ଼ୁ ହେଲା, ଏହା ତାହାର ପିତାମାତା ଜାଣିଲେ ନାହିଁ। ସେ ସମୟରେ ପଲେଷ୍ଟୀୟମାନେ ଇସ୍ରାଏଲ ଉପରେ କର୍ତ୍ତୃତ୍ୱ କରୁଥିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ମାତ୍ର ପଲେଷ୍ଟୀୟମାନଙ୍କ ପ୍ରତିକୂଳରେ ଛିଦ୍ର ପାଇବା ଚେଷ୍ଟାରେ ଏହି ଘଟଣା ଯେ ସଦାପ୍ରଭୁଙ୍କ ଆଡ଼ୁ ହେଲା, ଏହା ତାହାର ପିତାମାତା ଜାଣିଲେ ନାହିଁ। ସେସମୟରେ ପଲେଷ୍ଟୀୟମାନେ ଇସ୍ରାଏଲ ଉପରେ କର୍ତ୍ତୃତ୍ୱ କରୁଥିଲେ।

Viz kapitola kopírovat




ବିଚାରକର୍ତ୍ତା 14:4

Následuj nás:

Reklamy


Reklamy