ବିଚାରକର୍ତ୍ତା 14:5 - ପବିତ୍ର ବାଇବଲ5 ଶାମ୍ଶୋନ୍ ତାଙ୍କର ପିତାମାତାଙ୍କ ସହିତ ତିମ୍ନାକୁ ଗଲେ। ସେମାନେ ଦ୍ରାକ୍ଷାକ୍ଷେତ୍ର ନିକଟରେ ପହଞ୍ଚିଲା ମାତ୍ରେ ଏକ ଯୁବା ସିଂହ ଗର୍ଜନ କରି ଶାମ୍ଶୋନ୍ ଉପରକୁ କୁଦା ମାରିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)5 ଏ ଉତ୍ତାରେ ଶାମ୍ଶୋନ୍ ଓ ତାହାର ପିତାମାତା ତିମ୍ନାକୁ ଯାଇ ତିମ୍ନାସ୍ଥିତ ଦ୍ରାକ୍ଷାକ୍ଷେତ୍ରରେ ଉପସ୍ଥିତ ହେଲେ। ତହିଁରେ ଦେଖ, ଏକ ଯୁବା ସିଂହ ତାହାକୁ ହାବୁଡ଼ି ଗର୍ଜନ କଲା। Viz kapitolaଓଡିଆ ବାଇବେଲ5 ଏଥିଉତ୍ତାରେ ଶାମ୍ଶୋନ୍ ଓ ତାହାର ପିତାମାତା ତିମ୍ନାକୁ ଯାଇ ତିମ୍ନାସ୍ଥିତ ଦ୍ରାକ୍ଷାକ୍ଷେତ୍ରରେ ଉପସ୍ଥିତ ହେଲେ। ତହିଁରେ ଦେଖ, ଏକ ଯୁବା ସିଂହ ତାହାକୁ ହାବୁଡ଼ି ଗର୍ଜ୍ଜନ କଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଏଥିଉତ୍ତାରେ ଶାମ୍ଶୋନ୍ ଓ ତାହାର ପିତାମାତା ତିମ୍ନାକୁ ଯାଇ ତିମ୍ନାସ୍ଥିତ ଦ୍ରାକ୍ଷାକ୍ଷେତ୍ରରେ ଉପସ୍ଥିତ ହେଲେ। ତହିଁରେ ଦେଖ, ଏକ ଯୁବା ସିଂହ ତାହାକୁ ହାବୁଡ଼ି ଗର୍ଜ୍ଜନ କଲା। Viz kapitola |