ବିଚାରକର୍ତ୍ତା 15:12 - ପବିତ୍ର ବାଇବଲ12 ଏହା ପରେ ସେମାନେ ଶାମ୍ଶୋନଙ୍କୁ କହିଲେ, “ଆମ୍ଭେମାନେ ଆସିଛୁ ତୁମ୍ଭକୁ ବାନ୍ଧି ପଲେଷ୍ଟୀୟମାନଙ୍କୁ ଦେବୁ।” ଶାମ୍ଶୋନ୍ ଯିହୁଦା ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ପ୍ରତିଜ୍ଞା କର ତୁମ୍ଭେମାନେ ମୋତେ ହତ କରିବ ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)12 ତହିଁରେ ସେମାନେ ତାହାକୁ କହିଲେ, ପଲେଷ୍ଟୀୟ-ମାନଙ୍କ ହସ୍ତରେ ତୁମ୍ଭକୁ ସମର୍ପଣ କରିବା ପାଇଁ ଆମ୍ଭେମାନେ ତୁମ୍ଭକୁ ବାନ୍ଧିବାକୁ ଆସିଅଛୁ। ତହୁଁ ଶାମ୍ଶୋନ୍ ସେମାନଙ୍କୁ କହିଲା, ତୁମ୍ଭେମାନେ ନିଜେ ମୋତେ ଆକ୍ରମଣ ନ କରିବ ବୋଲି ଶପଥ କର। Viz kapitolaଓଡିଆ ବାଇବେଲ12 ତହିଁରେ ସେମାନେ ତାହାକୁ କହିଲେ, ପଲେଷ୍ଟୀୟମାନଙ୍କ ହସ୍ତରେ ତୁମ୍ଭକୁ ସମର୍ପଣ କରିବା ପାଇଁ ଆମ୍ଭେମାନେ ତୁମ୍ଭକୁ ବାନ୍ଧିବାକୁ ଆସିଅଛୁ। ତହୁଁ ଶାମ୍ଶୋନ୍ ସେମାନଙ୍କୁ କହିଲା, ତୁମ୍ଭେମାନେ ନିଜେ ମୋତେ ଆକ୍ରମଣ ନ କରିବ ବୋଲି ଶପଥ କର। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ତହିଁରେ ସେମାନେ ତାହାକୁ କହିଲେ, “ପଲେଷ୍ଟୀୟମାନଙ୍କ ହସ୍ତରେ ତୁମ୍ଭକୁ ସମର୍ପଣ କରିବା ପାଇଁ ଆମ୍ଭେମାନେ ତୁମ୍ଭକୁ ବାନ୍ଧିବାକୁ ଆସିଅଛୁ।” ତହୁଁ ଶାମ୍ଶୋନ୍ ସେମାନଙ୍କୁ କହିଲା, “ତୁମ୍ଭେମାନେ ନିଜେ ମୋତେ ଆକ୍ରମଣ ନ କରିବ ବୋଲି ଶପଥ କର।” Viz kapitola |