ବିଚାରକର୍ତ୍ତା 15:15 - ପବିତ୍ର ବାଇବଲ15 ଶାମ୍ଶୋନ୍ ଗୋଟିଏ ଗଧର କଞ୍ଚା ଥୋମଣି ପାଇଲେ ସେ ସେଥିରେ ସେଠାରେ ଥିବା 1,000 ପଲେଷ୍ଟୀୟମାନଙ୍କୁ ହତ୍ୟା କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)15 ସେତେବେଳେ ସେ ଗର୍ଦ୍ଦଭର ଗୋଟିଏ କଞ୍ଚା ଥୋମଣି ପାଇ ହାତ ବଢ଼ାଇ ତାହା ନେଲା ଓ ତଦ୍ଦ୍ଵାରା ଏକ ହଜାର ଲୋକଙ୍କୁ ବଧ କଲା। Viz kapitolaଓଡିଆ ବାଇବେଲ15 ସେତେବେଳେ ସେ ଗର୍ଦ୍ଦଭର ଗୋଟିଏ କଞ୍ଚା ଥୋମଣି ପାଇ ହାତ ବଢ଼ାଇ ତାହା ନେଲା ଓ ତଦ୍ଦ୍ୱାରା ଏକ ହଜାର ଲୋକଙ୍କୁ ବଧ କଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ସେତେବେଳେ ସେ ଗର୍ଦ୍ଦଭର ଗୋଟିଏ କଞ୍ଚା ଥୋମଣି ପାଇ ହାତ ବଢ଼ାଇ ତାହା ନେଲା ଓ ତଦ୍ଦ୍ୱାରା ଏକ ହଜାର ଲୋକଙ୍କୁ ବଧ କଲା। Viz kapitola |