ବିଚାରକର୍ତ୍ତା 15:2 - ପବିତ୍ର ବାଇବଲ2 ତାଙ୍କର ପିତା ଶାମ୍ଶୋନଙ୍କୁ କହିଲେ, “ମୁଁ ଭାବିଲି ଯେ ତୁମ୍ଭେ ତାଙ୍କୁ ଅତ୍ୟନ୍ତ ଘୃଣା କର। ଏଣୁ ମୁଁ ତାହାକୁ ତୁମ୍ଭ ମିତ୍ରଙ୍କୁ ଦେଲି। ତା'ର ସାନ ଭଉଣୀ ତା'ଠାରୁ ବହୁତ ସୁନ୍ଦର ତାହାକୁ ଗ୍ରହଣ କର।” Viz kapitolaପବିତ୍ର ବାଇବଲ (Re-edited) - (BSI)2 ପୁଣି ତାହାର ପିତା କହିଲା, ମୁଁ ନିଶ୍ଚୟ ବୋଧ କଲି ଯେ, ତୁମ୍ଭେ ତାହାକୁ ନିତା; ଘୃଣା କଲ; ଏଣୁ ମୁଁ ତାହାକୁ ତୁମ୍ଭ ମିତ୍ରକୁ ଦେଲି; ତାହାର ସାନ ଭଉଣୀ କି ତାହାଠାରୁ ସୁନ୍ଦରୀ ନୁହେଁ? ବିନୟ କରୁଅଛି, ତାହା ବଦଳେ ତାହାକୁ ଗ୍ରହଣ କର। Viz kapitolaଓଡିଆ ବାଇବେଲ2 ପୁଣି ତାହାର ପିତା କହିଲା, ମୁଁ ନିଶ୍ଚୟ ବୋଧ କଲି ଯେ, ତୁମ୍ଭେ ତାହାକୁ ନିତାନ୍ତ ଘୃଣା କଲ; ଏଣୁ ମୁଁ ତାହାକୁ ତୁମ୍ଭ ମିତ୍ରକୁ ଦେଲି; ତାହାର ସାନ ଭଉଣୀ କି ତାହାଠାରୁ ସୁନ୍ଦରୀ ନୁହେଁ ? ବିନୟ କରୁଅଛି, ତାହା ବଦଳେ ତାହାକୁ ଗ୍ରହଣ କର। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ପୁଣି ତାହାର ପିତା କହିଲା, “ମୁଁ ନିଶ୍ଚୟ ବୋଧ କଲି ଯେ, ତୁମ୍ଭେ ତାହାକୁ ନିତାନ୍ତ ଘୃଣା କଲ; ଏଣୁ ମୁଁ ତାହାକୁ ତୁମ୍ଭ ମିତ୍ରକୁ ଦେଲି; ତାହାର ସାନ ଭଉଣୀ କି ତାହାଠାରୁ ସୁନ୍ଦରୀ ନୁହେଁ? ବିନୟ କରୁଅଛି, ତାହା ବଦଳେ ତାହାକୁ ଗ୍ରହଣ କର।” Viz kapitola |