ବିଚାରକର୍ତ୍ତା 15:4 - ପବିତ୍ର ବାଇବଲ4 ଏହା ପରେ ଶାମ୍ଶୋନ୍ 300 ବିଲୁଆ ଧରି ଯୋଡ଼ା ଯୋଡ଼ା କରି ଗୋଟିଏର ଲାଙ୍ଗୁଡ଼କୁ ଅନ୍ୟ ଗୋଟିଏ ଲାଙ୍ଗୁଡ଼ରେ ବାନ୍ଧି ଦେଲେ। ତା'ପରେ ସେ ପ୍ରତ୍ୟେକର ଯୋଡ଼ାଏ ଲାଙ୍ଗୁଡ଼ରେ ଏକ ମଶାଲ ବାନ୍ଧି ଦେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)4 ତହୁଁ ଶାମ୍ଶୋନ୍ ଯାଇ ତିନି ଶହ ବିଲୁଆ ଧରି ଓ ଦିହୁଡ଼ି ନେଇ ଲାଙ୍ଗୁଳକୁ ଲାଙ୍ଗୁଳ ବାନ୍ଧିଲା, ଆଉ ଦୁଇ ଦୁଇ ଲାଙ୍ଗୁଳ ମଧ୍ୟରେ ଏକ ଏକ ଦିହୁଡ଼ି ଦେଲା। Viz kapitolaଓଡିଆ ବାଇବେଲ4 ତହୁଁ ଶାମ୍ଶୋନ୍ ଯାଇ ତିନି ଶହ ବିଲୁଆ ଧରି ଓ ଦିହୁଡ଼ି ନେଇ ଲାଙ୍ଗୁଳକୁ ଲାଙ୍ଗୁଳ ବାନ୍ଧିଲା, ଆଉ ଦୁଇ ଦୁଇ ଲାଙ୍ଗୁଳ ମଧ୍ୟରେ ଏକ ଏକ ଦିହୁଡ଼ି ଦେଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ତହୁଁ ଶାମ୍ଶୋନ୍ ଯାଇ ତିନି ଶହ ବିଲୁଆ ଧରି ଓ ଦିହୁଡ଼ି ନେଇ ଲାଙ୍ଗୁଳକୁ ଲାଙ୍ଗୁଳ ବାନ୍ଧିଲା, ଆଉ ଦୁଇ ଦୁଇ ଲାଙ୍ଗୁଳ ମଧ୍ୟରେ ଏକ ଏକ ଦିହୁଡ଼ି ଦେଲା। Viz kapitola |