ବିଚାରକର୍ତ୍ତା 15:9 - ପବିତ୍ର ବାଇବଲ9 ତେଣୁ ପଲେଷ୍ଟୀୟମାନେ ଯାଇ ଯିହୁଦା ଦେଶରେ ଛାଉଣି ସ୍ଥାପନ କରି ଲିହୀରେ ବ୍ୟାପି ରହିଲେ। ସେମାନଙ୍କର ସୈନ୍ୟ ଯୁଦ୍ଧ ପାଇଁ ସେଠାରେ ନିଜକୁ ପ୍ରସ୍ତୁତ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ତେଣୁ ପଲେଷ୍ଟୀୟମାନେ ଉପରକୁ ଯାଇ ଯିହୁଦା ଦେଶରେ ଛାଉଣି ସ୍ଥାପନ କରି ଲିହୀରେ ବ୍ୟାପି ରହିଲେ। Viz kapitolaଓଡିଆ ବାଇବେଲ9 ତେଣୁ ପଲେଷ୍ଟୀୟମାନେ ଉପରକୁ ଯାଇ ଯିହୁଦା ଦେଶରେ ଛାଉଣି ସ୍ଥାପନ କରି ଲିହୀରେ ବ୍ୟାପି ରହିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ତେଣୁ ପଲେଷ୍ଟୀୟମାନେ ଉପରକୁ ଯାଇ ଯିହୁଦା ଦେଶରେ ଛାଉଣି ସ୍ଥାପନ କରି ଲିହୀରେ ବ୍ୟାପି ରହିଲେ। Viz kapitola |