ବିଚାରକର୍ତ୍ତା 16:11 - ପବିତ୍ର ବାଇବଲ11 ତହିଁରେ ସେ ତାକୁ କହିଲେ, “ଯେଉଁ ରଜ୍ଜୁରେ କୌଣସି କର୍ମ କରାଯାଇ ନାହିଁ। ଏପରି ନୂତନ ରଜ୍ଜୁରେ ମୋତେ ବାନ୍ଧିଲେ ମୁଁ ଦୁର୍ବଳ ହୋଇ ଅନ୍ୟ ଲୋକଙ୍କ ପରି ହୋଇଯିବି।” Viz kapitolaପବିତ୍ର ବାଇବଲ (Re-edited) - (BSI)11 ତହିଁରେ ସେ ତାହାକୁ କହିଲା, ଯେଉଁ ରଜ୍ଜୁରେ କୌଣସି କର୍ମ କରାଯାଇ ନାହିଁ, ଏପରି ନୂତନ ରଜ୍ଜୁରେ ମୋତେ ବାନ୍ଧିଲେ, ମୁଁ ଦୁର୍ବଳ; ହୋଇ ଅନ୍ୟ ଲୋକର ସମାନ ହୋଇଯିବି। Viz kapitolaଓଡିଆ ବାଇବେଲ11 ତହିଁରେ ସେ ତାହାକୁ କହିଲା, ଯେଉଁ ରଜ୍ଜୁରେ କୌଣସି କର୍ମ କରାଯାଇ ନାହିଁ, ଏପରି ନୂତନ ରଜ୍ଜୁରେ ମୋତେ ବାନ୍ଧିଲେ, ମୁଁ ଦୁର୍ବଳ ହୋଇ ଅନ୍ୟ ଲୋକର ସମାନ ହୋଇଯିବି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ତହିଁରେ ସେ ତାହାକୁ କହିଲା, “ଯେଉଁ ରଜ୍ଜୁରେ କୌଣସି କର୍ମ କରାଯାଇ ନାହିଁ, ଏପରି ନୂତନ ରଜ୍ଜୁରେ ମୋତେ ବାନ୍ଧିଲେ, ମୁଁ ଦୁର୍ବଳ ହୋଇ ଅନ୍ୟ ଲୋକର ସମାନ ହୋଇଯିବି।” Viz kapitola |