Online Bible

- Reklamy -




ବିଚାରକର୍ତ୍ତା 16:12 - ପବିତ୍ର ବାଇବଲ

12 ତେଣୁ ଦଲୀଲା ନୂତନ ରଜ୍ଜୁ ନେଇ ତାହାଙ୍କୁ ବାନ୍ଧିଲା। ସେତେବେଳେ ଅକ୍ତିଆର କରିବାକୁ ଉତ୍କଣ୍ଠିତ ଲୋକମାନେ ପରବର୍ତ୍ତୀ କୋଠରୀରେ ଲୁଚି ରହିଥିଲେ। ତା'ପରେ ସେ କହିଲା, “ଶା‌ମ୍‌ଶୋନ୍ ପଲେଷ୍ଟୀୟମାନେ ତୁମ୍ଭ ନିମନ୍ତେ ଆସିଛନ୍ତି।” କିନ୍ତୁ ସେ ଖଣ୍ଡେ ସୂତାପରି ନିଜର ବାହୁ ଉପରେ ଥିବା ରଜ୍ଜୁ ସବୁକୁ ଛିଣ୍ତାଇ ପକାଇଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

12 ତହୁଁ ଦଲୀଲା ନୂତନ ରଜ୍ଜୁ ନେଇ ତାହାକୁ ବାନ୍ଧି କହିଲା, ଶାମ୍ଶୋନ୍ ପଲେଷ୍ଟୀୟମାନେ ତୁମ୍ଭକୁ ଧରିଲେ। ସେ ସମୟରେ ଛକିଥିବା ଲୋକମାନେ ଅନ୍ତଃପୁରରେ ଥିଲେ। ଏଥିରେ ସେ ଖଣ୍ତେ ସୂତା ପରି ଆପଣା ବାହୁ ଉପରୁ ତାହା ଛିଣ୍ତାଇ ପକାଇଲା।

Viz kapitola kopírovat

ଓଡିଆ ବାଇବେଲ

12 ତହୁଁ ଦଲୀଲା ନୂତନ ରଜ୍ଜୁ ନେଇ ତାହାକୁ ବାନ୍ଧି କହିଲା, ଶାମ୍‍ଶୋନ୍‍ ପଲେଷ୍ଟୀୟମାନେ ତୁମ୍ଭକୁ ଧରିଲେ। ସେ ସମୟରେ ଛକିଥିବା ଲୋକମାନେ ଅନ୍ତଃପୁରରେ ଥିଲେ। ଏଥିରେ ସେ ଖଣ୍ଡେ ସୂତା ପରି ଆପଣା ବାହୁ ଉପରୁ ତାହା ଛିଣ୍ଡାଇ ପକାଇଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ତହୁଁ ଦଲୀଲା ନୂତନ ରଜ୍ଜୁ ନେଇ ତାହାକୁ ବାନ୍ଧି କହିଲା, “ଶାମ୍‍ଶୋନ୍‍ ପଲେଷ୍ଟୀୟମାନେ ତୁମ୍ଭକୁ ଧରିଲେ।” ସେସମୟରେ ଛକିଥିବା ଲୋକମାନେ ଅନ୍ତଃପୁରରେ ଥିଲେ। ଏଥିରେ ସେ ଖଣ୍ଡେ ସୂତା ପରି ଆପଣା ବାହୁ ଉପରୁ ତାହା ଛିଣ୍ଡାଇ ପକାଇଲା।

Viz kapitola kopírovat




ବିଚାରକର୍ତ୍ତା 16:12

Následuj nás:

Reklamy


Reklamy