ବିଚାରକର୍ତ୍ତା 16:13 - ପବିତ୍ର ବାଇବଲ13 ଏହା ପରେ ଦଲୀଲା ଶାମ୍ଶୋନଙ୍କୁ କହିଲେ, “ତୁମ୍ଭେ ପୁନର୍ବାର ମୋତେ ନିର୍ବୋଧ ବନେଇଲ ଓ ମିଛ କହିଲ! ତୁମ୍ଭେ କାହିଁରେ ବନ୍ଧାଯାଇପାର, ମୋତେ କୁହ।” ତହିଁରେ ସେ ତାକୁ କହିଲେ, “ଯେବେ ତୁମ୍ଭେ ବୁଣା ଯାଉଥିବା ସୂତାରେ ମୋର ମସ୍ତକର ସାତ ବେଣୀ ବୁଣିବ ଏବଂ ଏହାକୁ ଏକ ଖିଲରେ ଜୋର୍ରେ ବାନ୍ଧିବ, ତେବେ ମୁଁ ସାଧାରଣ ମଣିଷପରି ଦୁର୍ବଳ ହୋଇଯିବି।” Viz kapitolaପବିତ୍ର ବାଇବଲ (Re-edited) - (BSI)13 ତେବେ ଦଲୀଲା ଶାମ୍ଶୋନ୍କୁ କହିଲା, ତୁମ୍ଭେ ଏପର୍ଯ୍ୟନ୍ତ ମୋତେ ଉପହାସ କରିଅଛ ଓ ମିଥ୍ୟା କହିଅଛ; ତୁମ୍ଭେ କାହିଁରେ ବନ୍ଧା ଯାଇପାର, ତାହା ମୋତେ କୁହ। ତହିଁରେ ସେ ତାହାକୁ କହିଲା, ଯେବେ ତୁମ୍ଭେ ବୁଣା ଯାଉଥିବା ବସ୍ତ୍ରରେ ମୋର ମସ୍ତକ କେଶର ସାତବେଣୀ ବୁଣିବ, ତେବେ ହୋଇ ପାରେ। Viz kapitolaଓଡିଆ ବାଇବେଲ13 ତେବେ ଦଲୀଲା ଶାମ୍ଶୋନ୍କୁ କହିଲା, ତୁମ୍ଭେ ଏପର୍ଯ୍ୟନ୍ତ ମୋତେ ଉପହାସ କରିଅଛ ଓ ମିଥ୍ୟା କହିଅଛ; ତୁମ୍ଭେ କାହିଁରେ ବନ୍ଧା ଯାଇପାର, ତାହା ମୋତେ କୁହ। ତହିଁରେ ସେ ତାହାକୁ କହିଲା, ଯେବେ ତୁମ୍ଭେ ବୁଣା ଯାଉଥିବା ବସ୍ତ୍ରରେ ମୋର ମସ୍ତକ କେଶର ସାତବେଣୀ ବୁଣିବ, ତେବେ ହୋଇ ପାରେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ତେବେ ଦଲୀଲା ଶାମ୍ଶୋନ୍କୁ କହିଲା, “ତୁମ୍ଭେ ଏପର୍ଯ୍ୟନ୍ତ ମୋତେ ଉପହାସ କରିଅଛ ଓ ମିଥ୍ୟା କହିଅଛ; ତୁମ୍ଭେ କାହିଁରେ ବନ୍ଧା ଯାଇପାର, ତାହା ମୋତେ କୁହ।” ତହିଁରେ ସେ ତାହାକୁ କହିଲା, “ଯେବେ ତୁମ୍ଭେ ବୁଣା ଯାଉଥିବା ବସ୍ତ୍ରରେ ମୋର ମସ୍ତକ କେଶର ସାତ ବେଣୀ ବୁଣିବ, ତେବେ ହୋଇପାରେ।” Viz kapitola |