ବିଚାରକର୍ତ୍ତା 16:17 - ପବିତ୍ର ବାଇବଲ17 ଶେଷରେ ଶାମ୍ଶୋନ୍ ସମସ୍ତ ଗୁପ୍ତକଥା ତାକୁ ଜଣାଇଲେ। ସେ ତାକୁ କହିଲେ, “ମୁଁ ଜନ୍ମ ପୂର୍ବରୁ ସଦାପ୍ରଭୁଙ୍କୁ ସମର୍ପଣ ହୋଇଥିଲି। ମୁଁ ମୋର ବାଳ କେବେ କାଟି ନ ଥିଲି। ଯଦି କୌଣସି ଲୋକ ମୋର ମୁଣ୍ଡର ବାଳ କାଟି ସଫା କରିଦିଏ, ତେବେ ମୁଁ ମୋର ସମସ୍ତ ଶକ୍ତି ହରାଇବି ଓ ସାଧାରଣ ଲୋକଙ୍କ ପରି ହୋଇଯିବି।” Viz kapitolaପବିତ୍ର ବାଇବଲ (Re-edited) - (BSI)17 ତହିଁରେ ସେ ତାହାକୁ ଆପଣା ମନର ସମସ୍ତ କଥା ଜଣାଇ କହିଲା, ମୋହର ମସ୍ତକରେ କେବେ କ୍ଷୁର ଲାଗି ନାହିଁ; କାରଣ ମୁଁ ଆପଣା ମାତାର ଗର୍ଭରୁ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ନାସରୀୟ ଲୋକ ହୋଇଅଛି; ଯେବେ ମୁଁ କ୍ଷୌର ହେବି, ତେବେ ମୋର ବଳ ମୋଠୁ ଯିବ ଓ ମୁଁ ଦୁର୍ବଳ ହୋଇ ଅନ୍ୟ ସକଳ ଲୋକର ସମାନ ହୋଇଯିବି। Viz kapitolaଓଡିଆ ବାଇବେଲ17 ତହିଁରେ ସେ ତାହାକୁ ଆପଣା ମନର ସମସ୍ତ କଥା ଜଣାଇ କହିଲା, ମୋହର ମସ୍ତକରେ କେବେ କ୍ଷୁର ଲାଗି ନାହିଁ; କାରଣ ମୁଁ ଆପଣା ମାତାର ଗର୍ଭରୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ନାସରୀୟ ଲୋକ ହୋଇଅଛି; ଯେବେ ମୁଁ କ୍ଷୌର ହେବି, ତେବେ ମୋର ବଳ ମୋ’ ଠାରୁ ଯିବ ଓ ମୁଁ ଦୁର୍ବଳ ହୋଇ ଅନ୍ୟ ସକଳ ଲୋକର ସମାନ ହୋଇଯିବି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ତହିଁରେ ସେ ତାହାକୁ ଆପଣା ମନର ସମସ୍ତ କଥା ଜଣାଇ କହିଲା, “ମୋହର ମସ୍ତକରେ କେବେ କ୍ଷୁର ଲାଗି ନାହିଁ; କାରଣ ମୁଁ ଆପଣା ମାତାର ଗର୍ଭରୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ନାସରୀୟ ଲୋକ ହୋଇଅଛି; ଯେବେ ମୁଁ କ୍ଷୌର ହେବି, ତେବେ ମୋର ବଳ ମୋʼ ଠାରୁ ଯିବ ଓ ମୁଁ ଦୁର୍ବଳ ହୋଇ ଅନ୍ୟ ସକଳ ଲୋକର ସମାନ ହୋଇଯିବି।” Viz kapitola |