ବିଚାରକର୍ତ୍ତା 16:21 - ପବିତ୍ର ବାଇବଲ21 ପଲେଷ୍ଟୀୟ ଲୋକମାନେ ଶାମ୍ଶୋନଙ୍କୁ ଅକ୍ତିଆର କଲେ। ସେମାନେ ତାଙ୍କର ଆଖିକୁ ଉପାଡ଼ି ଦେଲେ। ପୁଣି ତାଙ୍କୁ ଘସାକୁ ଆଣି ପିତ୍ତଳ ବେଢ଼ିରେ ବାନ୍ଧିଲେ। ଆଉ ସେ କାରାଗାରରେ ଚକି ପେଶିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)21 ଏ ଉତ୍ତାରେ ପଲେଷ୍ଟୀୟମାନେ ତାହାକୁ ଧରି ତାହାର ଆକ୍ଷି ଉପାଡ଼ି ପକାଇଲେ; ପୁଣି ତାହାକୁ ଘସାକୁ ଆଣି ଦୁଇ ପିତ୍ତଳ ବେଡ଼ିରେ ତାହାକୁ ବାନ୍ଧିଲେ; ଆଉ ସେ କାରାଗାରରେ ଚକି ପେଷିଲା। Viz kapitolaଓଡିଆ ବାଇବେଲ21 ଏଥିଉତ୍ତାରେ ପଲେଷ୍ଟୀୟମାନେ ତାହାକୁ ଧରି ତାହାର ଚକ୍ଷୁ ଉପାଡ଼ି ପକାଇଲେ; ପୁଣି ତାହାକୁ ଘସାକୁ ଆଣି ଦୁଇ ପିତ୍ତଳ ବେଡ଼ିରେ ତାହାକୁ ବାନ୍ଧିଲେ; ଆଉ ସେ କାରାଗାରରେ ଚକି ପେଷିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଏଥିଉତ୍ତାରେ ପଲେଷ୍ଟୀୟମାନେ ତାହାକୁ ଧରି ତାହାର ଚକ୍ଷୁ ଉପାଡ଼ି ପକାଇଲେ; ପୁଣି ତାହାକୁ ଘସାକୁ ଆଣି ଦୁଇ ପିତ୍ତଳ ବେଡ଼ିରେ ତାହାକୁ ବାନ୍ଧିଲେ; ଆଉ ସେ କାରାଗାରରେ ଚକି ପେଷିଲା। Viz kapitola |