ବିଚାରକର୍ତ୍ତା 16:24 - ପବିତ୍ର ବାଇବଲ24 ଯେତେବେଳେ ପଲେଷ୍ଟୀୟ ଲୋକମାନେ ଶାମ୍ଶୋନଙ୍କୁ ଦେଖିଲେ ସେମାନେ ତାଙ୍କର ଦେବତାର ପ୍ରଶଂସା ଗାନ କଲେ। ସେମାନେ କହିଲେ, “ଆମ୍ଭମାନଙ୍କ ଦେବତା ଆମ୍ଭମାନଙ୍କୁ ଆମ୍ଭର ଶତ୍ରୁକୁ ଅକ୍ତିଆର କରିବାରେ ସାହାଯ୍ୟ କଲେ। ଏହି ଲୋକ ଆମ୍ଭର ଦେଶକୁ ଧ୍ୱଂସ କରିଥିଲା। ଏହି ଲୋକ ଆମ୍ଭର ଅନେକ ଲୋକମାନଙ୍କୁ ହତ୍ୟା କରିଥିଲା।” Viz kapitolaପବିତ୍ର ବାଇବଲ (Re-edited) - (BSI)24 ପୁଣି ଲୋକମାନେ ତାହାକୁ ଦେଖି ଆପଣାମାନଙ୍କ ଦେବତାର ପ୍ରଶଂସା କଲେ। କାରଣ ସେମାନେ କହିଲେ, ଯେ ଆମ୍ଭମାନଙ୍କର ଅନେକଙ୍କୁ ବଧ କଲା, ଆମ୍ଭମାନଙ୍କର ଏପରି ଶତ୍ରୁ ଓ ଦେଶନାଶକକୁ ଆମ୍ଭମାନଙ୍କ ଦେବତା ଆମ୍ଭମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି। Viz kapitolaଓଡିଆ ବାଇବେଲ24 ପୁଣି ଲୋକମାନେ ତାହାକୁ ଦେଖି ଆପଣାମାନଙ୍କ ଦେବତାର ପ୍ରଶଂସା କଲେ। କାରଣ ସେମାନେ କହିଲେ, ଯେ ଆମ୍ଭମାନଙ୍କର ଅନେକଙ୍କୁ ବଧ କଲା, ଆମ୍ଭମାନଙ୍କର ଏପରି ଶତ୍ରୁ ଓ ଦେଶନାଶକକୁ ଆମ୍ଭମାନଙ୍କ ଦେବତା ଆମ୍ଭମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ପୁଣି ଲୋକମାନେ ତାହାକୁ ଦେଖି ଆପଣାମାନଙ୍କ ଦେବତାର ପ୍ରଶଂସା କଲେ। କାରଣ ସେମାନେ କହିଲେ, “ଯେ ଆମ୍ଭମାନଙ୍କର ଅନେକଙ୍କୁ ବଧ କଲା, ଆମ୍ଭମାନଙ୍କର ଏପରି ଶତ୍ରୁ ଓ ଦେଶନାଶକକୁ ଆମ୍ଭମାନଙ୍କ ଦେବତା ଆମ୍ଭମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି।” Viz kapitola |