Online Bible

- Reklamy -




ବିଚାରକର୍ତ୍ତା 16:26 - ପବିତ୍ର ବାଇବଲ

26 ଜଣେ ସେବକ ଶା‌ମ୍‌ଶୋ‌ନ୍‌ର ହାତ ଧରିଥିଲା। ଶା‌ମ୍‌ଶୋନ୍ ସେବକଙ୍କୁ କହିଲେ, “ମୋତେ ତୁମ୍ଭେ ମନ୍ଦିରର ମଝିଖୁଣ୍ଟି ନିକଟରେ ଛାଡ଼ ମୁଁ ସେହି ମନ୍ଦିରକୁ ଧରିଥିବା ସ୍ତମ୍ଭକୁ ଅନୁଭବ କରି ପାରିବି, ମୁଁ ସେଗୁଡ଼ିକ ଉପରେ ଆଉଜିବି।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

26 ତହୁଁ ଶାମ୍ଶୋନ୍ ଆପଣା ହସ୍ତଧାରୀ ବାଳକକୁ କହିଲା, ଯେଉଁ ଦୁଇ ସ୍ତମ୍ଭ ଉପରେ ଗୃହର ନିର୍ଭର ଅଛି, ତାହା ମୋତେ ସ୍ପର୍ଶ କରିବାକୁ ଛାଡ଼ି ଦିଅ, ମୁଁ ତହିଁ ଉପରେ ଆଉଜିବି।

Viz kapitola kopírovat

ଓଡିଆ ବାଇବେଲ

26 ତହୁଁ ଶାମ୍‍ଶୋନ୍‍ ଆପଣା ହସ୍ତଧାରୀ ବାଳକକୁ କହିଲା, ଯେଉଁ ଦୁଇ ସ୍ତମ୍ଭ ଉପରେ ଗୃହର ନିର୍ଭର ଅଛି, ତାହା ମୋତେ ସ୍ପର୍ଶ କରିବାକୁ ଛାଡ଼ି ଦିଅ, ମୁଁ ତହିଁ ଉପରେ ଆଉଜିବି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ତହୁଁ ଶାମ୍‍ଶୋନ୍‍ ଆପଣା ହସ୍ତଧାରୀ ବାଳକକୁ କହିଲା, “ଯେଉଁ ଦୁଇ ସ୍ତମ୍ଭ ଉପରେ ଗୃହର ନିର୍ଭର ଅଛି, ତାହା ମୋତେ ସ୍ପର୍ଶ କରିବାକୁ ଛାଡ଼ିଦିଅ, ମୁଁ ତହିଁ ଉପରେ ଆଉଜିବି।”

Viz kapitola kopírovat




ବିଚାରକର୍ତ୍ତା 16:26

Následuj nás:

Reklamy


Reklamy