ବିଚାରକର୍ତ୍ତା 16:29 - ପବିତ୍ର ବାଇବଲ29 ମନ୍ଦିର ମଧ୍ୟସ୍ଥ ଯେଉଁ ଦୁଇ ସ୍ତମ୍ଭ ଉପରେ ଗୃହର ଭରାଥିଲା, ଶାମ୍ଶୋନ୍ ତହିଁରେ ଗୋଟିକୁ ଡାହାଣ ହାତରେ ଓ ଅନ୍ୟଟିକୁ ବାମ ହାତରେ ଧରି ତା'ଉପରେ ଆଉଜି ପଡ଼ିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)29 ତହୁଁ ମଧ୍ୟସ୍ଥିତ ଯେଉଁ ଦୁଇ ସ୍ତମ୍ଭ ଉପରେ ଗୃହର ଭାର ଥିଲା, ଶାମ୍ଶୋନ୍ ତହିଁର ଗୋଟିକି ଆପଣା ଦକ୍ଷିଣ ହସ୍ତରେ ଓ ଆରଟିକି ବାମ ହସ୍ତରେ ଧରି ତହିଁ ଉପରେ ଆଉଜି ପଡ଼ିଲା। Viz kapitolaଓଡିଆ ବାଇବେଲ29 ତହୁଁ ମଧ୍ୟସ୍ଥିତ ଯେଉଁ ଦୁଇ ସ୍ତମ୍ଭ ଉପରେ ଗୃହର ଭାର ଥିଲା, ଶାମ୍ଶୋନ୍ ତହିଁର ଗୋଟିଏକୁ ଆପଣା ଦକ୍ଷିଣ ହସ୍ତରେ ଓ ଆରଟିକୁ ବାମ ହସ୍ତରେ ଧରି ତହିଁ ଉପରେ ଆଉଜି ପଡ଼ିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ତହୁଁ ମଧ୍ୟସ୍ଥିତ ଯେଉଁ ଦୁଇ ସ୍ତମ୍ଭ ଉପରେ ଗୃହର ଭାର ଥିଲା, ଶାମ୍ଶୋନ୍ ତହିଁର ଗୋଟିଏକୁ ଆପଣା ଦକ୍ଷିଣ ହସ୍ତରେ ଓ ଆରଟିକୁ ବାମ ହସ୍ତରେ ଧରି ତହିଁ ଉପରେ ଆଉଜି ପଡ଼ିଲା। Viz kapitola |