ବିଚାରକର୍ତ୍ତା 16:30 - ପବିତ୍ର ବାଇବଲ30 ପୁଣି ଶାମ୍ଶୋନ୍ କହିଲେ, “ପଲେଷ୍ଟୀୟମାନଙ୍କ ସହିତ ମୋର ପ୍ରାଣ ଯାଉ।” ଏହାକହି ସେ ସ୍ତମ୍ଭଗୁଡ଼ିକ ତାଙ୍କର ସମସ୍ତବଳ ଖଟାଇ ପେଲି ଦେଲେ। ଛାତଟି ପଡ଼ିଗଲା ଓ ସେଠାରେ ଏକତ୍ରିତ ହୋଇଥିବା ସମସ୍ତ ଲୋକ ମୃତ୍ୟୁବରଣ କଲେ। ଏହିପରି ତାଙ୍କର ଜୀବନ କାଳରେ ହତ୍ୟା କରିଥିବା ଲୋକମାନଙ୍କର ସଂଖ୍ୟା ଅପେକ୍ଷା ତାଙ୍କର ମରଣ କାଳରେ ହତ୍ୟା କରିଥିବା ଲୋକମାନଙ୍କର ସଂଖ୍ୟା ଅଧିକ ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)30 ପୁଣି ଶାମ୍ଶୋନ୍ କହିଲା, ପଲେଷ୍ଟୀୟମାନଙ୍କ ସହିତ ମୋହର ପ୍ରାଣ ଯାଉ। ଏହା କହି ସେ ବଳରେ ଆପଣାକୁ ନୁଆଁଇଲା; ତହୁଁ ଭିତରେ ଥିବା ଅଧିପତିମାନଙ୍କ ଓ ସମସ୍ତ ଲୋକଙ୍କ ଉପରେ ସେହି ଗୃହ ପଡ଼ିଗଲା। ଏହିରୂପେ ତାହାର ଜୀବନ କାଳର ହତ ଲୋକ ଅପେକ୍ଷା ତାହାର ମରଣ କାଳର ହତ ଲୋକ ଅଧିକ ହେଲେ। Viz kapitolaଓଡିଆ ବାଇବେଲ30 ପୁଣି ଶାମ୍ଶୋନ୍ କହିଲା, ପଲେଷ୍ଟୀୟମାନଙ୍କ ସହିତ ମୋହର ପ୍ରାଣ ଯାଉ। ଏହା କହି ସେ ବଳରେ ଆପଣାକୁ ନୁଆଁଇଲା; ତହୁଁ ଭିତରେ ଥିବା ଅଧିପତିମାନଙ୍କ ଓ ସମସ୍ତ ଲୋକଙ୍କ ଉପରେ ସେହି ଗୃହ ପଡ଼ିଗଲା। ଏହିରୂପେ ତାହାର ଜୀବନ କାଳର ହତ ଲୋକ ଅପେକ୍ଷା ତାହାର ମରଣ କାଳର ହତ ଲୋକ ଅଧିକ ହେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ପୁଣି ଶାମ୍ଶୋନ୍ କହିଲା, “ପଲେଷ୍ଟୀୟମାନଙ୍କ ସହିତ ମୋହର ପ୍ରାଣ ଯାଉ।” ଏହା କହି ସେ ବଳରେ ଆପଣାକୁ ନୁଆଁଇଲା; ତହୁଁ ଭିତରେ ଥିବା ଅଧିପତିମାନଙ୍କ ଓ ସମସ୍ତ ଲୋକଙ୍କ ଉପରେ ସେହି ଗୃହ ପଡ଼ିଗଲା। ଏହିରୂପେ ତାହାର ଜୀବନ କାଳର ହତ ଲୋକ ଅପେକ୍ଷା ତାହାର ମରଣ କାଳର ହତ ଲୋକ ଅଧିକ ହେଲେ। Viz kapitola |