Online Bible

- Reklamy -




ବିଚାରକର୍ତ୍ତା 16:31 - ପବିତ୍ର ବାଇବଲ

31 ଏହା ପରେ ତାଙ୍କର ଭାତୃଗଣ ଓ ପିତୃଗୃହସ୍ଥ ପରିବାର ଆସିଲେ ଓ ତାଙ୍କର ମୃତ ଶରୀରକୁ ନେଇଗଲେ। ସେମାନେ ତାଙ୍କୁ ତାଙ୍କର ପିତାଙ୍କର କବର ସ୍ଥାନରେ କବର ଦେଲେ, ଯେଉଁଟାକି ସରିୟର ଓ ଇଷ୍ଟାୟୋଲର ମଧ୍ୟସ୍ଥାନରେ। ସେ କୋଡ଼ିଏ ବର୍ଷ ଧରି ଇସ୍ରାଏଲମାନଙ୍କର ବିଗ୍ଭରକ ଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

31 ଏଉତ୍ତାରେ ତାହାର ଭ୍ରାତୃଗଣ ଓ ତାହାର ପିତୃଗୃହସ୍ଥ ସମସ୍ତେ ଆସି ତାହାକୁ ନେଇ ସରୀୟର ଓ ଇଷ୍ଟାୟୋଲର ମଧ୍ୟସ୍ଥାନରେ ତାହାର ପିତା ମାନୋହର କବରସ୍ଥାନରେ ତାହାକୁ କବର ଦେଲେ। ସେ କୋଡ଼ିଏ ବର୍ଷ ଇସ୍ରାଏଲର ବିଚାର କଲା।

Viz kapitola kopírovat

ଓଡିଆ ବାଇବେଲ

31 ଏଥିଉତ୍ତାରେ ତାହାର ଭ୍ରାତୃଗଣ ଓ ତାହାର ପିତୃଗୃହସ୍ଥ ସମସ୍ତେ ଆସି ତାହାକୁ ନେଇ ସରାୟ ଓ ଇଷ୍ଟାୟୋଲର ମଧ୍ୟସ୍ଥାନରେ ତାହାର ପିତା ମାନୋହର କବର ସ୍ଥାନରେ ତାହାକୁ କବର ଦେଲେ। ସେ କୋଡ଼ିଏ ବର୍ଷ ଇସ୍ରାଏଲର ବିଚାର କଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ଏଥିଉତ୍ତାରେ ତାହାର ଭ୍ରାତୃଗଣ ଓ ତାହାର ପିତୃଗୃହସ୍ଥ ସମସ୍ତେ ଆସି ତାହାକୁ ନେଇ ସରାୟ ଓ ଇଷ୍ଟାୟୋଲର ମଧ୍ୟସ୍ଥାନରେ ତାହାର ପିତା ମାନୋହର କବର ସ୍ଥାନରେ ତାହାକୁ କବର ଦେଲେ। ସେ କୋଡ଼ିଏ ବର୍ଷ ଇସ୍ରାଏଲର ବିଚାର କଲା।

Viz kapitola kopírovat




ବିଚାରକର୍ତ୍ତା 16:31

Následuj nás:

Reklamy


Reklamy