Online Bible

- Reklamy -

ବିଚାରକର୍ତ୍ତା 16:5 - ପବିତ୍ର ବାଇବଲ

5 ତେଣୁ ପଲେଷ୍ଟୀୟ ନେତୃବର୍ଗମାନେ ସେହି ସ୍ତ୍ରୀ ନିକଟକୁ ଆସି ତାହାକୁ କହିଲେ, “ଆମ୍ଭେ ଜାଣିବାକୁ ଗ୍ଭହୁଁ ସେ କେଉଁଠାରୁ ବଳ ପାଉଛି, ତୁମ୍ଭେ ଚତୁରତାର ସହ ତାଙ୍କ ପାଖରୁ ଏହି ଗୁପ୍ତ ରହସ୍ୟ ଆଦାୟ କର। ଆମ୍ଭେ ଜାଣିବାକୁ ଗ୍ଭହୁଁ, ତାକୁ କିପରି କାବୁ କରି ହେବ। ଯାହାଫଳରେ ଆମ୍ଭେ ଯେକୌଣସି ପ୍ରକାରେ ବନ୍ଦୀ କରି ପାରିବୁ। ଯଦି ତୁମ୍ଭେ ଏହା କରି ପାରିବ ତେବେ ତୁମ୍ଭକୁ ଆମ୍ଭେ ପ୍ରତ୍ୟେକ 1,100 ଲେଖାଏଁ ରୌପ୍ୟ ମୁଦ୍ରା ଦେବୁ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

5 ତହିଁରେ ପଲେଷ୍ଟୀୟ ଅଧିପତିମାନେ ସେହି ସ୍ତ୍ରୀ ନିକଟକୁ ଆସି ତାହାକୁ କହିଲେ, କାହିଁରେ ତାହାର ଏହି ମହାବଳ ଥାଏ ଓ କି ଉପାୟରେ ଆମ୍ଭେମାନେ ତାହାକୁ ପରାସ୍ତ କରି ତାହାକୁ କ୍ଲେଶ ଦେବା ପାଇଁ ବାନ୍ଧି ପାରିବୁ, ଏହା ଜାଣିବା ପାଇଁ ତୁମ୍ଭେ ତାହାକୁ ମଣାଅ; ତାହା କଲେ, ଆମ୍ଭେମାନେ ପ୍ରତ୍ୟେକ ଜଣ ତୁମ୍ଭକୁ ଏଗାର ଶହ ଲେଖାଏଁ ରୌପ୍ୟମୁଦ୍ରା ଦେବୁ।

Viz kapitola kopírovat

ଓଡିଆ ବାଇବେଲ

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ତହିଁରେ ପଲେଷ୍ଟୀୟ ଅଧିପତିମାନେ ସେହି ସ୍ତ୍ରୀ ନିକଟକୁ ଆସି ତାହାକୁ କହିଲେ, “କାହିଁରେ ତାହାର ଏହି ମହାବଳ ଥାଏ ଓ କି ଉପାୟରେ ଆମ୍ଭେମାନେ ତାହାକୁ ପରାସ୍ତ କରି ତାହାକୁ କ୍ଲେଶ ଦେବା ପାଇଁ ବାନ୍ଧି ପାରିବୁ, ଏହା ଜାଣିବା ପାଇଁ ତୁମ୍ଭେ ତାହାକୁ ମଣାଅ; ତାହା କଲେ, ଆମ୍ଭେମାନେ ପ୍ରତ୍ୟେକ ଜଣ ତୁମ୍ଭକୁ ଏଗାର ଶହ ଲେଖାଏଁ ରୌପ୍ୟ ମୁଦ୍ରା ଦେବୁ।”

Viz kapitola kopírovat

ବିଚାରକର୍ତ୍ତା 16:5

Následuj nás:

Reklamy

Reklamy