ବିଚାରକର୍ତ୍ତା 16:6 - ପବିତ୍ର ବାଇବଲ6 ତେଣୁ ଦଲୀଲା ଶାମ୍ଶୋନଙ୍କୁ କହିଲା, “ଦୟାକରି କୁହ କିଏ ତୁମ୍ଭକୁ ଶକ୍ତିଶାଳୀ କରୁଛି, କିପରି ଭାବରେ ଜଣେ ବ୍ୟକ୍ତି ତୁମ୍ଭକୁ ବାନ୍ଧି ପାରିବ?” Viz kapitolaପବିତ୍ର ବାଇବଲ (Re-edited) - (BSI)6 ତହୁଁ ଦଲୀଲା ଶାମ୍ଶୋନ୍କୁ କହିଲା, ବିନୟ କରୁଅଛି, କାହିଁରେ ତୁମ୍ଭର ମହାବଳ ଥାଏ ଓ ତୁମ୍ଭର କ୍ଳେଶାର୍ଥେ ତୁମ୍ଭେ କାହିଁରେ ବନ୍ଧା ଯାଇପାର, ଏହା ମୋତେ କୁହ? Viz kapitolaଓଡିଆ ବାଇବେଲ6 ତହୁଁ ଦଲୀଲା ଶାମ୍ଶୋନ୍କୁ କହିଲା, ବିନୟ କରୁଅଛି, କାହିଁରେ ତୁମ୍ଭର ମହାବଳ ଥାଏ ଓ ତୁମ୍ଭର କ୍ଳେଶାର୍ଥେ ତୁମ୍ଭେ କାହିଁରେ ବନ୍ଧା ଯାଇପାର, ଏହା ମୋତେ କୁହ ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ତହୁଁ ଦଲୀଲା ଶାମ୍ଶୋନ୍କୁ କହିଲା, “ବିନୟ କରୁଅଛି, କାହିଁରେ ତୁମ୍ଭର ମହାବଳ ଥାଏ ଓ ତୁମ୍ଭର କ୍ଳେଶାର୍ଥେ ତୁମ୍ଭେ କାହିଁରେ ବନ୍ଧା ଯାଇପାର, ଏହା ମୋତେ କୁହ?” Viz kapitola |