Online Bible

- Reklamy -




ବିଚାରକର୍ତ୍ତା 17:10 - ପବିତ୍ର ବାଇବଲ

10 ମୀଖା କହିଲା, “ମୋ’ ସଙ୍ଗେ ତୁମେ ବାସ କର। ମୋର ପିତା ଓ ଯାଜକ ହୁଅ। ତହିଁରେ ମୁଁ ତୁମ୍ଭକୁ ବାର୍ଷିକ ଦଶଖଣ୍ତ ରୂପା, ଖାଦ୍ୟ ଓ ବସ୍ତ୍ର ଦେବି।” ମୀଖା ଯାହା କହିଲା, ସେହି ଲେବୀୟ ତାହା କଲା। ତହିଁରେ ସେ ଲେବୀୟ ଲୋକ ଗଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

10 ତହିଁରେ ମୀଖା ତାହାକୁ କହିଲା, ମୋର ସଙ୍ଗେ ବାସ କର, ମୋର ପିତା ଓ ଯାଜକ ହୁଅ; ତହିଁରେ ମୁଁ ତୁମ୍ଭକୁ ବାର୍ଷିକ ଦଶ ଖଣ୍ତ ରୂପା ଓ ଏକ ସାଜ ପୂରା ପୋଷାକ ଓ ତୁମ୍ଭର ପଡ଼ି ଦେବି। ତହିଁରେ ସେ ଲେବୀୟ ଲୋକ ଗଲା।

Viz kapitola kopírovat

ଓଡିଆ ବାଇବେଲ

10 ତହିଁରେ ମୀଖା ତାହାକୁ କହିଲା, ମୋର ସଙ୍ଗେ ବାସ କର, ମୋର ପିତା ଓ ଯାଜକ ହୁଅ; ତହିଁରେ ମୁଁ ତୁମ୍ଭକୁ ବାର୍ଷିକ ଦଶ ଖଣ୍ଡ ରୂପା ଓ ଏକ ସାଜ ପୂରା ପୋଷାକ ଓ ତୁମ୍ଭର ପଡ଼ି ଦେବି। ତହିଁରେ ସେ ଲେବୀୟ ଲୋକ ଗଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ତହିଁରେ ମୀଖା ତାହାକୁ କହିଲା, “ମୋର ସଙ୍ଗେ ବାସ କର, ମୋର ପିତା ଓ ଯାଜକ ହୁଅ; ତହିଁରେ ମୁଁ ତୁମ୍ଭକୁ ବାର୍ଷିକ ଦଶ ଖଣ୍ଡ ରୂପା ଓ ଏକ ସାଜ ପୂରା ପୋଷାକ ଓ ତୁମ୍ଭର ପଡ଼ି ଦେବି।” ତହିଁରେ ସେ ଲେବୀୟ ଲୋକ ଗଲା।

Viz kapitola kopírovat




ବିଚାରକର୍ତ୍ତା 17:10

Následuj nás:

Reklamy


Reklamy