ବିଚାରକର୍ତ୍ତା 17:4 - ପବିତ୍ର ବାଇବଲ4 କିନ୍ତୁ ମୀଖା ସେହି ରୂପା ଖଣ୍ଡକୁ ତା'ର ମାକୁ ଫେରାଇ ଦେଲା। ତା'ର ମା ଦୁଇଶହ ଖଣ୍ତ ରୂପା ସୁନାରିକୁ ଦିଅନ୍ତେ ସେ ଗୋଟିଏ ଢଳା ପ୍ରତିମା ବନାଇଲା ଓ ତାହା ମୀଖାର ଗୃହରେ ରହିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)4 ସେ ଆପଣା ମାତାକୁ ସେହି ରୂପା ଫେରାଇ ଦେଲା ଉତ୍ତାରେ ତାହାର ମାତା ଦୁଇ ଶହ ଖଣ୍ତ ରୂପା ସୁନାରୀକି ଦିଅନ୍ତେ, ସେ ଗୋଟିଏ ଖୋଳା ଓ ଗୋଟିଏ ଢଳା ପ୍ରତିମା ବନାଇଲା ଓ ତାହା ମୀଖାର ଗୃହରେ ରହିଲା। Viz kapitolaଓଡିଆ ବାଇବେଲ4 ମୀଖା ଆପଣା ମାତାକୁ ସେହି ରୂପା ଫେରାଇ ଦେଲା ଉତ୍ତାରେ ତାହାର ମାତା ଦୁଇ ଶହ ଖଣ୍ଡ ରୂପା ସୁନାରୀକୁ ଦିଅନ୍ତେ, ସେ ଗୋଟିଏ ଖୋଦିତ ପ୍ରତିମା ଓ ଗୋଟିଏ ଢଳା ପ୍ରତିମା ବନାଇଲା ଓ ତାହା ମୀଖାର ଗୃହରେ ରହିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ମୀଖା ଆପଣା ମାତାକୁ ସେହି ରୂପା ଫେରାଇ ଦେଲା ଉତ୍ତାରେ ତାହାର ମାତା ଦୁଇ ଶହ ଖଣ୍ଡ ରୂପା ସୁନାରୀକୁ ଦିଅନ୍ତେ, ସେ ଗୋଟିଏ ଖୋଦିତ ପ୍ରତିମା ଓ ଗୋଟିଏ ଢଳା ପ୍ରତିମା ବନାଇଲା ଓ ତାହା ମୀଖାର ଗୃହରେ ରହିଲା। Viz kapitola |