ବିଚାରକର୍ତ୍ତା 17:9 - ପବିତ୍ର ବାଇବଲ9 ତହିଁରେ ମୀଖା ତାହାକୁ ପଗ୍ଭରିଲା, “ତୁମ୍ଭେ କେଉଁଠାରୁ ଆସିଲ?” ସେ ଉତ୍ତର କରି କହିଲା, “ମୁଁ ବୈଥ୍ଲେହମ୍ ଯିହୁଦାର ଏକ ଲେବୀୟ ଲୋକ। ମୁଁ ବାସ କରିବାକୁ ଗୋଟିଏ ସ୍ଥାନ ଖୋଜୁଛି।” Viz kapitolaପବିତ୍ର ବାଇବଲ (Re-edited) - (BSI)9 ତହିଁରେ ମୀଖା ତାହାକୁ ପଚାରିଲା, ତୁମ୍ଭେ କେଉଁଠାରୁ ଆସିଲ? ସେ ଉତ୍ତର କଲା, ମୁଁ ବେଥ୍ଲିହିମ୍-ଯିହୁଦାର ଏକ ଲେବୀୟ ଲୋକ, ଯେଉଁଠାରେ ମୁଁ ସ୍ଥାନ ପାଇ ପାରିବି, ସେଠାରେ ପ୍ରବାସ କରିବାକୁ ମୁଁ ଯାଉଅଛି। Viz kapitolaଓଡିଆ ବାଇବେଲ9 ତହିଁରେ ମୀଖା ତାହାକୁ ପଚାରିଲା, ତୁମ୍ଭେ କେଉଁଠାରୁ ଆସିଲ ? ସେ ଉତ୍ତର କଲା, ମୁଁ ବେଥଲିହିମ ଯିହୁଦାର ଏକ ଲେବୀୟ ଲୋକ, ଯେଉଁଠାରେ ମୁଁ ସ୍ଥାନ ପାଇ ପାରିବି, ସେଠାରେ ପ୍ରବାସ କରିବାକୁ ମୁଁ ଯାଉଅଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ତହିଁରେ ମୀଖା ତାହାକୁ ପଚାରିଲା, “ତୁମ୍ଭେ କେଉଁଠାରୁ ଆସିଲ?” ସେ ଉତ୍ତର କଲା, “ମୁଁ ବେଥଲିହିମ-ଯିହୁଦାର ଏକ ଲେବୀୟ ଲୋକ, ଯେଉଁଠାରେ ମୁଁ ସ୍ଥାନ ପାଇ ପାରିବି, ସେଠାରେ ପ୍ରବାସ କରିବାକୁ ମୁଁ ଯାଉଅଛି।” Viz kapitola |