Online Bible

- Reklamy -




ବିଚାରକର୍ତ୍ତା 18:1 - ପବିତ୍ର ବାଇବଲ

1 ସେହି ସମୟରେ ଇସ୍ରାଏଲ ମଧ୍ୟରେ ରାଜା ନ ଥିଲେ। ସେହି ସମୟରେ ଦାନ୍ ପରିବାରବର୍ଗର ବସତି ନିମନ୍ତେ ଭୂଖଣ୍ତ ଖୋଜୁଥିଲେ। କାରଣ ସେ ପର୍ଯ୍ୟନ୍ତ ସେମାନେ ଇସ୍ରାଏଲର ପରିବାରବର୍ଗ ମଧ୍ୟରେ ଭୂମି ପାଇ ନ ଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

1 ସେହି ସମୟରେ ଇସ୍ରାଏଲ ମଧ୍ୟରେ କୌଣସି ରାଜା ନ ଥିଲା; ସେତେବେଳେ ଦାନ ବଂଶ ବସତି ନିମନ୍ତେ ଅଧିକାର ଖୋଜୁଥିଲେ; କାରଣ ସେଦିନ ପର୍ଯ୍ୟନ୍ତ ଇସ୍ରାଏଲ ବଂଶ ମଧ୍ୟରେ ସେମାନଙ୍କ ଅଧିକାର ପଡ଼ି ନ ଥିଲା।

Viz kapitola kopírovat

ଓଡିଆ ବାଇବେଲ

1 ସେହି ସମୟରେ ଇସ୍ରାଏଲ ମଧ୍ୟରେ କୌଣସି ରାଜା ନ ଥିଲା; ସେତେବେଳେ ଦାନ୍ ବଂଶ ବସତି ନିମନ୍ତେ ଅଧିକାର ଖୋଜୁଥିଲେ; କାରଣ ସେଦିନ ପର୍ଯ୍ୟନ୍ତ ଇସ୍ରାଏଲ ବଂଶ ମଧ୍ୟରେ ସେମାନଙ୍କ ଅଧିକାର ପାଇ ନ ଥିଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ସେହି ସମୟରେ ଇସ୍ରାଏଲ ମଧ୍ୟରେ କୌଣସି ରାଜା ନ ଥିଲା; ସେତେବେଳେ ଦାନ୍ ବଂଶ ବସତି ନିମନ୍ତେ ଅଧିକାର ଖୋଜୁଥିଲେ; କାରଣ ସେଦିନ ପର୍ଯ୍ୟନ୍ତ ଇସ୍ରାଏଲ ବଂଶ ମଧ୍ୟରେ ସେମାନଙ୍କ ଅଧିକାର ପାଇ ନ ଥିଲା।

Viz kapitola kopírovat




ବିଚାରକର୍ତ୍ତା 18:1

Následuj nás:

Reklamy


Reklamy