ବିଚାରକର୍ତ୍ତା 18:12 - ପବିତ୍ର ବାଇବଲ12 ସେମାନେ ଲୟିଶକୁ ଯିବା ବାଟରେ ଯିହୁଦାର କିରିୟତ ଯିୟାରୀମ ନଗରରେ ଛାଉଣି ସ୍ଥାପନ କଲେ। ସେହି କାରଣରୁ ସେହି ସ୍ଥାନ ଆଜି ପର୍ଯ୍ୟନ୍ତ ମହନୀଦାନ୍ ବୋଲି ପରିଚିତ। ଯାହାକି କିରିୟତ ଯିୟାରୀମର ପଶ୍ଚିମରେ ଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)12 ପୁଣି ସେମାନେ ଉଠି ଯାଇ ଯିହୁଦା-ଅନ୍ତର୍ଗତ କିରୀୟତ୍-ଯିୟାରୀମରେ ଛାଉଣି ସ୍ଥାପନ କଲେ; ଏହି କାରଣରୁ ଆଜି ପର୍ଯ୍ୟନ୍ତ ସେହି ସ୍ଥାନକୁ ମହନୀ-ଦାନ୍ (ଦାନର ଛାଉଣି) କହନ୍ତି; ଦେଖ, ତାହା କିରୀୟତ୍-ଯିୟାରୀମର ପଛରେ ଅଛି। Viz kapitolaଓଡିଆ ବାଇବେଲ12 ପୁଣି ସେମାନେ ଉଠି ଯାଇ ଯିହୁଦା-ଅନ୍ତର୍ଗତ କିରୀୟଥ୍-ଯିୟାରୀମ୍ରେ ଛାଉଣି ସ୍ଥାପନ କଲେ; ଏହି କାରଣରୁ ଆଜି ପର୍ଯ୍ୟନ୍ତ ସେହି ସ୍ଥାନକୁ ମହନୀ-ଦାନ (ଦାନ୍ର ଛାଉଣି) କହନ୍ତି; ଦେଖ, ତାହା କିରୀୟତ୍-ଯିୟାରୀମର ପଛରେ ଅଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ପୁଣି ସେମାନେ ଉଠିଯାଇ ଯିହୁଦା-ଅନ୍ତର୍ଗତ କିରୀୟଥ୍-ଯିୟାରୀମ୍ରେ ଛାଉଣି ସ୍ଥାପନ କଲେ; ଏହି କାରଣରୁ ଆଜି ପର୍ଯ୍ୟନ୍ତ ସେହି ସ୍ଥାନକୁ ମହନୀ-ଦାନ (ଦାନ୍ର ଛାଉଣି) କହନ୍ତି; ଦେଖ, ତାହା କିରୀୟଥ୍-ଯିୟାରୀମ୍ର ପଛରେ ଅଛି। Viz kapitola |