ବିଚାରକର୍ତ୍ତା 18:13 - ପବିତ୍ର ବାଇବଲ13 ସେହି ସ୍ଥାନଠାରୁ 600 ଲୋକ ଇଫ୍ରୟିମ ପର୍ବତମୟ ଦେଶକୁ ଯାତ୍ରା କଲେ। ତା'ପରେ ସେମାନେ ଆସି ମୀଖାର ଘରେ ପହଞ୍ଚିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)13 ଏ ଉତ୍ତାରେ ସେମାନେ ସେଠାରୁ ଇଫ୍ରିୟମ-ପର୍ବତମୟ ଦେଶ ଆଡ଼େ ଯାଇ ମୀଖାର ଗୃହ ପର୍ଯ୍ୟନ୍ତ ଗଲେ। Viz kapitolaଓଡିଆ ବାଇବେଲ13 ଏଥିଉତ୍ତାରେ ସେମାନେ ସେଠାରୁ ଇଫ୍ରୟିମ-ପର୍ବତମୟ ଦେଶ ଆଡ଼େ ଯାଇ ମୀଖାର ଗୃହ ପର୍ଯ୍ୟନ୍ତ ଗଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଏଥିଉତ୍ତାରେ ସେମାନେ ସେଠାରୁ ଇଫ୍ରୟିମ-ପର୍ବତମୟ ଦେଶ ଆଡ଼େ ଯାଇ ମୀଖାର ଗୃହ ପର୍ଯ୍ୟନ୍ତ ଗଲେ। Viz kapitola |