ବିଚାରକର୍ତ୍ତା 18:16 - ପବିତ୍ର ବାଇବଲ16 ଦାନ୍ ପରିବାରବର୍ଗର 600 ଲୋକ ଅସ୍ତ୍ରରେ ସଜ୍ଜିତ ହୋଇଥିଲେ। ସେମାନେ ଫାଟକ ନିକଟରେ ଛିଡ଼ା ହେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)16 ପୁଣି ଯୁଦ୍ଧାସ୍ତ୍ରରେ ସସଜ୍ଜ ଦାନ୍-ସନ୍ତାନଗଣର ସେହି ଛଅ ଶହ ପୁରୁଷ ଦ୍ଵାର ପ୍ରବେଶ-ସ୍ଥାନରେ ଛିଡ଼ା ହୋଇ ରହିଲେ। Viz kapitolaଓଡିଆ ବାଇବେଲ16 ପୁଣି ଯୁଦ୍ଧାସ୍ତ୍ରରେ ସସଜ୍ଜ ଦାନ୍-ସନ୍ତାନଗଣର ସେହି ଛଅ ଶହ ପୁରୁଷ ଦ୍ୱାର ପ୍ରବେଶ ସ୍ଥାନରେ ଛିଡ଼ା ହୋଇ ରହିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ପୁଣି ଯୁଦ୍ଧାସ୍ତ୍ରରେ ସସଜ୍ଜ ଦାନ୍-ସନ୍ତାନଗଣର ସେହି ଛଅ ଶହ ପୁରୁଷ ଦ୍ୱାର-ପ୍ରବେଶ ସ୍ଥାନରେ ଛିଡ଼ା ହୋଇ ରହିଲେ। Viz kapitola |