ବିଚାରକର୍ତ୍ତା 18:17 - ପବିତ୍ର ବାଇବଲ17-18 ଦେଶାନୁସନ୍ଧାନ ନିମିତ୍ତ ଯାଇଥିବା ସେହି ପାଞ୍ଚ ଜଣ ଉପରକୁ ଗଲେ। ତା'ପରେ ସେମାନେ ଭିତରକୁ ପ୍ରବେଶ କରି ଏଫୋଦକୁ, ଗୃହ ଦେବତାଙ୍କୁ ଓ ଖୋଦିତ ପ୍ରତିମାକୁ ନେଇଗଲେ। ସେହି ସମୟରେ ଯାଜକ ଫାଟକ ନିକଟରେ ଅସ୍ତ୍ରରେ ସଜ୍ଜିତ ହୋଇ ସେହି 600 ଲୋକ ସହିତ ଛିଡ଼ା ହୋଇଗଲେ। ଯାଜକ ଘରେ ପ୍ରବେଶ କରିଥିବା ପାଞ୍ଚ ଜଣଙ୍କୁ ପଗ୍ଭରିଲେ, “ତୁମ୍ଭେମାନ କ’ଣ କରୁଅଛ?” Viz kapitolaପବିତ୍ର ବାଇବଲ (Re-edited) - (BSI)17 ଏଥିରେ ଦେଶାନୁସନ୍ଧାନ ନିମିତ୍ତ ଯାଇଥିବା ସେହି ପାଞ୍ଚ ଜଣ ଉପରକୁ ଗଲେ, ପୁଣି ତହିଁ ଭିତରକୁ ଯାଇ ଖୋଳା ପ୍ରତିମା ଓ ଏଫୋଦ ଓ ଠାକୁରମାନ ଓ ଢଳା ପ୍ରତିମା ଉଠାଇ ନେଲେ; ସେ ସମୟରେ ଯାଜକ ଦ୍ଵାରପ୍ରବେଶ-ସ୍ଥାନରେ ଯୁଦ୍ଧାସ୍ତ୍ରରେ ସସଜ୍ଜ ସେହି ଛଅ ଶହ ଲୋକ ସଙ୍ଗରେ ଛିଡ଼ା ହୋଇଥିଲା। Viz kapitolaଓଡିଆ ବାଇବେଲ17 ଏଥିରେ ଦେଶାନୁସନ୍ଧାନ ନିମିତ୍ତ ଯାଇଥିବା ସେହି ପାଞ୍ଚ ଜଣ ଉପରକୁ ଗଲେ, ପୁଣି ତହିଁ ଭିତରକୁ ଯାଇ ଖୋଦିତ ପ୍ରତିମା ଓ ଏଫୋଦ ଓ ଠାକୁରମାନ ଓ ଢଳା ପ୍ରତିମା ଉଠାଇ ନେଲେ; ସେ ସମୟରେ ଯାଜକ ଦ୍ୱାର ପ୍ରବେଶ ସ୍ଥାନରେ ଯୁଦ୍ଧାସ୍ତ୍ରରେ ସସଜ୍ଜ ସେହି ଛଅ ଶହ ଲୋକ ସଙ୍ଗରେ ଛିଡ଼ା ହୋଇଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଏଥିରେ ଦେଶାନୁସନ୍ଧାନ ନିମିତ୍ତ ଯାଇଥିବା ସେହି ପାଞ୍ଚ ଜଣ ଉପରକୁ ଗଲେ, ପୁଣି ତହିଁ ଭିତରକୁ ଯାଇ ଖୋଦିତ ପ୍ରତିମା ଓ ଏଫୋଦ ଓ ଠାକୁରମାନ ଓ ଢଳା ପ୍ରତିମା ଉଠାଇ ନେଲେ; ସେସମୟରେ ଯାଜକ ଦ୍ୱାର-ପ୍ରବେଶ ସ୍ଥାନରେ ଯୁଦ୍ଧାସ୍ତ୍ରରେ ସସଜ୍ଜ ସେହି ଛଅ ଶହ ଲୋକ ସଙ୍ଗରେ ଛିଡ଼ା ହୋଇଥିଲା। Viz kapitola |