ବିଚାରକର୍ତ୍ତା 18:19 - ପବିତ୍ର ବାଇବଲ19 ସେମାନେ ତାକୁ ଚୁପ୍ ହେବା ପାଇଁ କହିଲେ। ସେମାନେ ତାକୁ କହିଲେ, “ତୁମ୍ଭର ହାତ ତୁମ୍ଭର ପାଟିରେ ଦିଅ ଏବଂ ଆମ୍ଭମାନଙ୍କୁ ଅନୁସରଣ କର। ଆମ୍ଭମାନଙ୍କ ପିତା ଓ ଆମ୍ଭମାନଙ୍କର ଯାଜକ ହୁଅ। ତୁମ୍ଭେ ଗୋଟିଏ ଲୋକର ଗୃହ ଦେବତାର ଯାଜକ ହେବା ଭଲ ନା ଇସ୍ରାଏଲର ଗୋଷ୍ଠୀ ଓ ପରିବାରବର୍ଗ ଉପରେ ଯାଜକ ହେବା ଭଲ?” Viz kapitolaପବିତ୍ର ବାଇବଲ (Re-edited) - (BSI)19 ତହିଁରେ ସେମାନେ ତାହାକୁ କହିଲେ, ତୁନି ହୁଅ, ଆପଣା ମୁହଁରେ ହାତ ଦିଅ, ଆମ୍ଭମାନଙ୍କ ସଙ୍ଗେ ଚାଲ ଓ ଆମ୍ଭମାନଙ୍କ ପିତା ଓ ଯାଜକ ହୁଅ; ଏକ ଲୋକର ଗୃହରେ ଯାଜକ ହେବା ତୁମ୍ଭର ଭଲ, କି ଇସ୍ରାଏଲୀୟ ଏକ ବଂଶ ଓ ଗୋଷ୍ଠୀର ଯାଜକ ହେବା ଭଲ? Viz kapitolaଓଡିଆ ବାଇବେଲ19 ତହିଁରେ ସେମାନେ ତାହାକୁ କହିଲେ, ତୁନି ହୁଅ, ଆପଣା ମୁହଁରେ ହାତ ଦିଅ, ଆମ୍ଭମାନଙ୍କ ସଙ୍ଗେ ଚାଲ ଓ ଆମ୍ଭମାନଙ୍କ ପିତା ଓ ଯାଜକ ହୁଅ; ଏକ ଲୋକର ଗୃହରେ ଯାଜକ ହେବା ତୁମ୍ଭର ଭଲ, କି ଇସ୍ରାଏଲୀୟ ଏକ ବଂଶ ଓ ଗୋଷ୍ଠୀର ଯାଜକ ହେବା ଭଲ ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ତହିଁରେ ସେମାନେ ତାହାକୁ କହିଲେ, “ତୁନି ହୁଅ, ଆପଣା ମୁହଁରେ ହାତ ଦିଅ, ଆମ୍ଭମାନଙ୍କ ସଙ୍ଗେ ଚାଲ ଓ ଆମ୍ଭମାନଙ୍କ ପିତା ଓ ଯାଜକ ହୁଅ; ଏକ ଲୋକର ଗୃହରେ ଯାଜକ ହେବା ତୁମ୍ଭର ଭଲ, କି ଇସ୍ରାଏଲୀୟ ଏକ ବଂଶ ଓ ଗୋଷ୍ଠୀର ଯାଜକ ହେବା ଭଲ?” Viz kapitola |