ବିଚାରକର୍ତ୍ତା 18:21 - ପବିତ୍ର ବାଇବଲ21 ଏହା ପରେ ସେମାନେ ବୁଲି ପଡ଼ିଲେ ଓ ସେହି ସ୍ଥାନ ପରିତ୍ୟାଗ କଲେ। ସେମାନେ ସେମାନଙ୍କର ବାଳକ, ପଶୁଗଣ ଓ ସେମାନଙ୍କର ସମସ୍ତ ସାମଗ୍ରୀ ସେମାନଙ୍କ ଆଗରେ ରଖିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)21 ଏ ଉତ୍ତାରେ ସେମାନେ ମୁଖ ଫେରାଇ ପ୍ରସ୍ଥାନ କଲେ, ପୁଣି ବାଳକ ଓ ପଶୁ ଓ ସାମଗ୍ରୀ ଆପଣାମାନଙ୍କ ଆଗେ ଚଳାଇଲେ। Viz kapitolaଓଡିଆ ବାଇବେଲ21 ଏଥିଉତ୍ତାରେ ସେମାନେ ମୁଖ ଫେରାଇ ପ୍ରସ୍ଥାନ କଲେ, ପୁଣି ବାଳକ ଓ ପଶୁ ଓ ସାମଗ୍ରୀ ଆପଣାମାନଙ୍କ ଆଗେ ଚଳାଇଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଏଥିଉତ୍ତାରେ ସେମାନେ ମୁଖ ଫେରାଇ ପ୍ରସ୍ଥାନ କଲେ, ପୁଣି ବାଳକ ଓ ପଶୁ ଓ ସାମଗ୍ରୀ ଆପଣାମାନଙ୍କ ଆଗେ ଚଳାଇଲେ। Viz kapitola |