ବିଚାରକର୍ତ୍ତା 18:22 - ପବିତ୍ର ବାଇବଲ22 ସେମାନେ ମୀଖାର ଗୃହର ଅଳ୍ପ ଦୂରରେ ଥିଲେ। ସେତେବେଳେ ମୀଖାର ନିକଟରେ ବାସ କରୁଥିବା ଲୋକମାନେ ଦାନ୍ର ଲୋକମାନଙ୍କୁ ଗୋଡ଼ାଇଲେ ଓ ସେମାନଙ୍କୁ ଧରିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)22 ସେମାନେ ମୀଖାର ଗୃହରୁ କିଛି ଦୂର ଗଲା ଉତ୍ତାରେ ମୀଖାର ଗୃହ ନିକଟ ଗୃହବାସୀମାନେ ଦଳବଦ୍ଧ ହୋଇ ଦାନ୍-ସନ୍ତାନଗଣର ପଛେ ପଛେ ଗୋଡ଼ାଇଲେ। Viz kapitolaଓଡିଆ ବାଇବେଲ22 ସେମାନେ ମୀଖାର ଗୃହରୁ କିଛି ଦୂର ଗଲା ଉତ୍ତାରେ ମୀଖାର ଗୃହ ନିକଟ ଗୃହବାସୀମାନେ ଦଳବଦ୍ଧ ହୋଇ ଦାନ୍ ସନ୍ତାନଗଣର ପଛେ ପଛେ ଗୋଡ଼ାଇଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ସେମାନେ ମୀଖାର ଗୃହରୁ କିଛି ଦୂର ଗଲା ଉତ୍ତାରେ ମୀଖାର ଗୃହ ନିକଟ ଗୃହବାସୀମାନେ ଦଳବଦ୍ଧ ହୋଇ ଦାନ୍-ସନ୍ତାନଗଣର ପଛେ ପଛେ ଗୋଡ଼ାଇଲେ। Viz kapitola |