ବିଚାରକର୍ତ୍ତା 18:25 - ପବିତ୍ର ବାଇବଲ25 ତହିଁରେ ଦାନ୍ର ଲୋକମାନେ ତାଙ୍କୁ କହିଲେ, “ଆମ୍ଭ ସହିତ ତର୍କ ନ କରିବା ତୁମ୍ଭ ପାଇଁ ଉତ୍ତମ ଅଟେ। ଆମ୍ଭମାନଙ୍କ ମଧ୍ୟରୁ କେତେକଙ୍କୁ କ୍ରୋଧିତ କରିପାରେ। ଯେଉଁମାନେ କି ଗରମ ମିଜାସର ଅଟନ୍ତି ଏବଂ ସେମାନେ ତୁମ୍ଭ ସହିତ ତୁମ୍ଭର ଲୋକମାନଙ୍କୁ ଓ ତୁମ୍ଭର ପରିବାରକୁ ଆକ୍ରମଣ କରି ପାରନ୍ତି ଓ ହତ୍ୟା କରି ପାରନ୍ତି।” Viz kapitolaପବିତ୍ର ବାଇବଲ (Re-edited) - (BSI)25 ତହିଁରେ ଦାନ୍-ସନ୍ତାନଗଣ ତାହାକୁ କହିଲେ, ଆମ୍ଭମାନଙ୍କ ମଧ୍ୟରେ ତୁମ୍ଭ ରବ ଶୁଣା ନ ଯାଉ, କେଜାଣି କ୍ରୋଧୀ ଲୋକେ ତୁମ୍ଭ ଉପରେ ପଡ଼ିବେ, ତହିଁରେ ତୁମ୍ଭେ ଆପଣା ପ୍ରାଣ ଓ ଆପଣା ପରିବାରର ପ୍ରାଣ ହରାଇବ। Viz kapitolaଓଡିଆ ବାଇବେଲ25 ତହିଁରେ ଦାନ୍-ସନ୍ତାନଗଣ ତାହାକୁ କହିଲେ, ଆମ୍ଭମାନଙ୍କ ମଧ୍ୟରେ ତୁମ୍ଭ ରବ ଶୁଣା ନ ଯାଉ, କେଜାଣି କ୍ରୋଧୀ ଲୋକେ ତୁମ୍ଭକୁ ଆକ୍ରମଣ କରିବେ, ତହିଁରେ ତୁମ୍ଭେ ଆପଣା ପ୍ରାଣ ଓ ଆପଣା ପରିବାରର ପ୍ରାଣ ହରାଇବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ତହିଁରେ ଦାନ୍-ସନ୍ତାନଗଣ ତାହାକୁ କହିଲେ, “ଆମ୍ଭମାନଙ୍କ ମଧ୍ୟରେ ତୁମ୍ଭ ରବ ଶୁଣା ନ ଯାଉ, କେଜାଣି କ୍ରୋଧୀ ଲୋକେ ତୁମ୍ଭକୁ ଆକ୍ରମଣ କରିବେ, ତହିଁରେ ତୁମ୍ଭେ ଆପଣା ପ୍ରାଣ ଓ ଆପଣା ପରିବାରର ପ୍ରାଣ ହରାଇବ।” Viz kapitola |