ବିଚାରକର୍ତ୍ତା 18:26 - ପବିତ୍ର ବାଇବଲ26 ଏହା ପରେ ଦାନ୍ ସନ୍ତାନଗଣ ନିଜ ପଥରେ ଅଗ୍ରସର ହେଲେ। ପୁଣି ମୀଖା ସେମାନଙ୍କୁ ନିଜଠାରୁ ଅଧିକ ବଳବାନ ଦେଖି ନିଜ ଗୃହକୁ ଫେରି ଗଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)26 ଏ ଉତ୍ତାରେ ଦାନ୍-ସନ୍ତାନଗଣ ଆପଣା ପଥରେ ଗମନ କଲେ; ପୁଣି ମୀଖା ସେମାନଙ୍କୁ ଆପଣାଠାରୁ ଅଧିକ ବଳବାନ ଦେଖି ଫେରି ଆପଣା ଗୃହକୁ ଗଲା। Viz kapitolaଓଡିଆ ବାଇବେଲ26 ଏ ଉତ୍ତାରେ ଦାନ୍-ସନ୍ତାନଗଣ ଆପଣା ପଥରେ ଗମନ କଲେ; ପୁଣି ମୀଖା ସେମାନଙ୍କୁ ଆପଣାଠାରୁ ଅଧିକ ବଳବାନ ଦେଖି, ଆପଣା ଗୃହକୁ ଫେରିଗଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ଏଉତ୍ତାରେ ଦାନ୍-ସନ୍ତାନଗଣ ଆପଣା ପଥରେ ଗମନ କଲେ; ପୁଣି ମୀଖା ସେମାନଙ୍କୁ ଆପଣାଠାରୁ ଅଧିକ ବଳବାନ ଦେଖି, ଆପଣା ଗୃହକୁ ଫେରିଗଲା। Viz kapitola |