Online Bible

- Reklamy -




ବିଚାରକର୍ତ୍ତା 18:27 - ପବିତ୍ର ବାଇବଲ

27 ତା'ପରେ ସେମାନେ ମୀଖାର ପ୍ରତିମା ଓ ତାହାର ଯାଜକକୁ ଛାଡ଼ି ଲୟିଶରେ ପହଞ୍ଚିଲେ। ସେମାନେ ସେହି ଲୋକମାନଙ୍କୁ ଆକ୍ରମଣ କଲେ, ଯେଉଁମାନେ ସେଠାରେ ଶାନ୍ତିରେ ଓ ନିରାପଦରେ ବାସ କରୁଥିଲେ। ସେମାନେ ‌‌ଖ‌ଡ଼୍‌ଗରେ ଲୋକମାନଙ୍କୁ ହତ୍ୟା କଲେ ଓ ନଗରକୁ ଅଗ୍ନିରେ ଦ‌ଗ୍‌ଧ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

27 ତହୁଁ ସେମାନେ ମୀଖାର ନିର୍ମିତ ବସ୍ତୁସବୁ ଓ ତାହାର ଯାଜକକୁ ନେଇ ଲୟିଶରେ ସେହି ଶା; ଓ ନିର୍ଭୟ ହୋଇ ରହିଥିବା ଲୋକମାନଙ୍କ ନିକଟରେ ଉପସ୍ଥିତ ହେଲେ ଓ ସେମାନଙ୍କୁ ଖଡ଼୍‍ଗଧାରରେ ଆଘାତ କରି ଅଗ୍ନିରେ ନଗର ଦଗ୍ଧ କଲେ।

Viz kapitola kopírovat

ଓଡିଆ ବାଇବେଲ

27 ତହୁଁ ସେମାନେ ମୀଖାର ନିର୍ମିତ ବସ୍ତୁସବୁ ଓ ତାହାର ଯାଜକକୁ ନେଇ ଲୟିଶ୍‍ରେ ସେହି ଶାନ୍ତ ଓ ନିର୍ଭୟ ହୋଇ ରହିଥିବା ଲୋକମାନଙ୍କ ନିକଟରେ ଉପସ୍ଥିତ ହେଲେ ଓ ସେମାନଙ୍କୁ ଖଡ୍ଗଧାରରେ ଆଘାତ କରି ଅଗ୍ନିରେ ନଗର ଦଗ୍ଧ କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ତହୁଁ ସେମାନେ ମୀଖାର ନିର୍ମିତ ବସ୍ତୁସବୁ ଓ ତାହାର ଯାଜକକୁ ନେଇ ଲୟିଶ୍‍ରେ ସେହି ଶାନ୍ତ ଓ ନିର୍ଭୟ ହୋଇ ରହିଥିବା ଲୋକମାନଙ୍କ ନିକଟରେ ଉପସ୍ଥିତ ହେଲେ ଓ ସେମାନଙ୍କୁ ଖଡ୍ଗଧାରରେ ଆଘାତ କରି ଅଗ୍ନିରେ ନଗର ଦଗ୍ଧ କଲେ।

Viz kapitola kopírovat




ବିଚାରକର୍ତ୍ତା 18:27

Následuj nás:

Reklamy


Reklamy