Online Bible

- Reklamy -




ବିଚାରକର୍ତ୍ତା 18:28 - ପବିତ୍ର ବାଇବଲ

28 ପୁଣି ତାଙ୍କର କେହି ଉଦ୍ଧାର କର୍ତ୍ତା ନ ଥିଲେ। କାରଣ ତାହା ସୀଦୋନଠାରୁ ଦୂର ଥିଲା, ସେମାନଙ୍କର ଅନ୍ୟ ଲୋକମାନଙ୍କ ସହିତ ଚୂକ୍ତି ନ ଥିଲା। ଲୟିଶ ବୈ‌ଥ୍‌ରହୋବର ଓ ନିକଟସ୍ଥ ତଳ ଭୂମିରେ ଥିଲା। ଏହା ପରେ ସେମାନେ ନୂତନ ନଗର ନିର୍ମାଣ କରି ସେଠାରେ ବାସ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

28 ପୁଣି ଉଦ୍ଧାରକର୍ତ୍ତା କେହି ନ ଥିଲା, କାରଣ ତାହା ସୀଦୋନ୍‍ଠାରୁ ଦୂର ଥିଲା, ଆଉ ଅନ୍ୟ କାହାରି ସଙ୍ଗେ ସେମାନଙ୍କର ସମ୍ପର୍କ ନ ଥିଲା; ଆଉ ତାହା ବୈଥ୍-ରହୋବ ନିକଟସ୍ଥ ତଳଭୂମିରେ ଥିଲା। ଏ ଉତ୍ତାରେ ସେମାନେ ସେହି ନଗର ନିର୍ମାଣ କରି ସେଠାରେ ବାସ କଲେ।

Viz kapitola kopírovat

ଓଡିଆ ବାଇବେଲ

28 ପୁଣି ଉଦ୍ଧାରକର୍ତ୍ତା କେହି ନ ଥିଲା, କାରଣ ତାହା ସୀଦୋନଠାରୁ ଦୂର ଥିଲା, ଆଉ ଅନ୍ୟ କାହାରି ସଙ୍ଗେ ସେମାନଙ୍କର ସମ୍ପର୍କ ନ ଥିଲା; ଆଉ ତାହା ବେଥ୍-ରହୋବ ନିକଟସ୍ଥ ତଳଭୂମିରେ ଥିଲା। ଏ ଉତ୍ତାରେ ସେମାନେ ସେହି ନଗର ନିର୍ମାଣ କରି ସେଠାରେ ବାସ କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ପୁଣି ଉଦ୍ଧାରକର୍ତ୍ତା କେହି ନ ଥିଲା, କାରଣ ତାହା ସୀଦୋନଠାରୁ ଦୂର ଥିଲା, ଆଉ ଅନ୍ୟ କାହାରି ସଙ୍ଗେ ସେମାନଙ୍କର ସମ୍ପର୍କ ନ ଥିଲା; ଆଉ ତାହା ବେଥ୍-ରହୋବ ନିକଟସ୍ଥ ତଳଭୂମିରେ ଥିଲା। ଏଉତ୍ତାରେ ସେମାନେ ସେହି ନଗର ନିର୍ମାଣ କରି ସେଠାରେ ବାସ କଲେ।

Viz kapitola kopírovat




ବିଚାରକର୍ତ୍ତା 18:28

Následuj nás:

Reklamy


Reklamy