Online Bible

- Reklamy -




ବିଚାରକର୍ତ୍ତା 18:29 - ପବିତ୍ର ବାଇବଲ

29 ଯେହେତୁ ସେମାନେ ଇସ୍ରାଏଲର ଜଣେ ପୁତ୍ର ଦା‌ନ୍‌ର ଭବିଷ୍ୟଦ୍ ବଂଶଧର ଥିଲେ, ସେମାନେ ସେହି ନଗରର ନାମ ଦାନ ରଖିଲେ। ମାତ୍ର ବାସ୍ତବରେ ସେହି ନଗରର ନାମ ଲୟିଶ ଥିଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

29 ପୁଣି ଆପଣାମାନଙ୍କ ପୂର୍ବପୁରୁଷ ଯେ ଇସ୍ରାଏଲର ପୁତ୍ର ଦାନ୍, ତାହାର ନାମାନୁସାରେ ସେହି ନଗରର ନାମ ଦାନ୍ ରଖିଲେ; ମାତ୍ର ଆଦ୍ୟରେ ସେହି ନଗରର ନାମ ଲୟିଶ୍ ଥିଲା।

Viz kapitola kopírovat

ଓଡିଆ ବାଇବେଲ

29 ପୁଣି ଆପଣାମାନଙ୍କ ପୂର୍ବପୁରୁଷ ଯେ ଇସ୍ରାଏଲର ପୁତ୍ର ଦାନ୍‍, ତାହାର ନାମାନୁସାରେ ସେହି ନଗରର ନାମ ଦାନ୍‍ ରଖିଲେ; ମାତ୍ର ଆଦ୍ୟରେ ସେହି ନଗରର ନାମ ଲୟିଶ୍‍ ଥିଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ପୁଣି ଆପଣାମାନଙ୍କ ପୂର୍ବପୁରୁଷ ଯେ ଇସ୍ରାଏଲର ପୁତ୍ର ଦାନ୍, ତାହାର ନାମାନୁସାରେ ସେହି ନଗରର ନାମ ଦାନ୍ ରଖିଲେ; ମାତ୍ର ଆଦ୍ୟରେ ସେହି ନଗରର ନାମ ଲୟିଶ୍‍ ଥିଲା।

Viz kapitola kopírovat




ବିଚାରକର୍ତ୍ତା 18:29

Následuj nás:

Reklamy


Reklamy