Online Bible

- Reklamy -




ବିଚାରକର୍ତ୍ତା 18:3 - ପବିତ୍ର ବାଇବଲ

3 ସେମାନେ ମୀଖାର ଗୃହ ନିକଟରେ ଥିବା ବେଳେ ସେହି ଲେବୀୟ ଯୁବକର କଥା ଶୁଣିଲେ। ସେମାନେ ଏହା ଚିହ୍ନି ପାରିଲେ, ତେଣୁ ସେମାନେ ଘର ଭିତରକୁ ଯାଇ ତାକୁ ପଗ୍ଭରିଲେ, “ତୁମ୍ଭକୁ ଏଠାକୁ କିଏ ଆଣିଲା? ତୁମ୍ଭେ ଏଠାରେ କ’ଣ କରୁଛ? ତୁମ୍ଭର ଏଠାରେ କ’ଣ ଅଛି?”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

3 ସେମାନେ ମୀଖାର ଗୃହ ନିକଟରେ ଥିବାବେଳେ ସେହି ଲେବୀୟ ଯୁବା ଲୋକର ରବ ଚିହ୍ନିଲେ; ତହୁଁ ସେମାନେ ସେଠାକୁ ଯାଇ ତାହାକୁ ପଚାରିଲେ, ତୁମ୍ଭକୁ ଏଠାକୁ କିଏ ଆଣିଲା? ତୁମ୍ଭେ ଏଠାରେ କଅଣ କରୁଅଛ? ଓ ତୁମ୍ଭର ଏଠାରେ କଅଣ ଅଛି?

Viz kapitola kopírovat

ଓଡିଆ ବାଇବେଲ

3 ସେମାନେ ମୀଖାର ଗୃହ ନିକଟରେ ଥିବାବେଳେ ସେହି ଲେବୀୟ ଯୁବା ଲୋକର ରବ ଚିହ୍ନିଲେ; ତହୁଁ ସେମାନେ ସେଠାକୁ ଯାଇ ତାହାକୁ ପଚାରିଲେ, ତୁମ୍ଭକୁ ଏଠାକୁ କିଏ ଆଣିଲା ? ତୁମ୍ଭେ ଏଠାରେ କଅଣ କରୁଅଛ ? ଓ ତୁମ୍ଭର ଏଠାରେ କଅଣ ଅଛି ?

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ସେମାନେ ମୀଖାର ଗୃହ ନିକଟରେ ଥିବା ବେଳେ ସେହି ଲେବୀୟ ଯୁବା ଲୋକର ରବ ଚିହ୍ନିଲେ; ତହୁଁ ସେମାନେ ସେଠାକୁ ଯାଇ ତାହାକୁ ପଚାରିଲେ, “ତୁମ୍ଭକୁ ଏଠାକୁ କିଏ ଆଣିଲା? ତୁମ୍ଭେ ଏଠାରେ କଅଣ କରୁଅଛ? ଓ ତୁମ୍ଭର ଏଠାରେ କଅଣ ଅଛି?”

Viz kapitola kopírovat




ବିଚାରକର୍ତ୍ତା 18:3

Následuj nás:

Reklamy


Reklamy