Online Bible

- Reklamy -




ବିଚାରକର୍ତ୍ତା 18:30 - ପବିତ୍ର ବାଇବଲ

30 ଏଣୁ ଦାନ୍ ପରିବାରବର୍ଗ ସେହି ଖୋଦିତ ପ୍ରତିମା ଆପଣାମାନଙ୍କ ପାଇଁ ସ୍ଥାପନ କଲେ। ସେମାନଙ୍କର ଯାଜକରୂପେ ସେମାନେ ମୋଶାଙ୍କର ପୁତ୍ର ଗେର୍ଶୋନ ବଂଶଧର ଯୋନାଥନକୁ ନିଯୁକ୍ତ କଲେ। ଇସ୍ରାଏଲୀୟମାନେ ନିର୍ବାସିତ ହେବା ପର୍ଯ୍ୟନ୍ତ ଯୋନାଥନ ଓ ତାଙ୍କର ପୁତ୍ରମାନେ ଦାନ୍ ପରିବାରବର୍ଗର ଯାଜକ ହୋଇ ରହିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

30 ପୁଣି ଦାନ୍-ସନ୍ତାନଗଣ ସେହି ଖୋଦିତ ପ୍ରତିମା ଆପଣାମାନଙ୍କ ପାଇଁ ସ୍ଥାପନ କଲେ; ପୁଣି ସେହି ଦେଶୀୟ ଲୋକମାନେ ବନ୍ଦୀ ରୂପେ ଦେଶାନ୍ତରିତ ହେବାଯାଏ ମୋଶାର ପୌତ୍ର, ଗେର୍ଶୋନ୍ର ପୁତ୍ର ଯୋନାଥନ ଓ ତାହାର ସନ୍ତାନଗଣ ଦାନ୍ ବଂଶର ଯାଜକ ହେଲେ।

Viz kapitola kopírovat

ଓଡିଆ ବାଇବେଲ

30 ପୁଣି ଦାନ୍-ସନ୍ତାନଗଣ ସେହି ଖୋଦିତ ପ୍ରତିମା ଆପଣାମାନଙ୍କ ପାଇଁ ସ୍ଥାପନ କଲେ; ପୁଣି ସେହି ଦେଶୀୟ ଲୋକମାନେ ବନ୍ଦୀ ରୂପେ ଦେଶାନ୍ତରିତ ହେବାଯାଏ ମୋଶାର ପୌତ୍ର, ଗେର୍ଶୋମର ପୁତ୍ର ଯୋନାଥନ ଓ ତାହାର ସନ୍ତାନଗଣ ଦାନ୍ ବଂଶର ଯାଜକ ହେଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ପୁଣି ଦାନ୍-ସନ୍ତାନଗଣ ସେହି ଖୋଦିତ ପ୍ରତିମା ଆପଣାମାନଙ୍କ ପାଇଁ ସ୍ଥାପନ କଲେ; ପୁଣି ସେହି ଦେଶୀୟ ଲୋକମାନେ ବନ୍ଦୀ ରୂପେ ଦେଶାନ୍ତରିତ ହେବା ଯାଏ ମୋଶାର ପୌତ୍ର, ଗେର୍ଶୋମର ପୁତ୍ର ଯୋନାଥନ ଓ ତାହାର ସନ୍ତାନଗଣ ଦାନ୍ ବଂଶର ଯାଜକ ହେଲେ।

Viz kapitola kopírovat




ବିଚାରକର୍ତ୍ତା 18:30

Následuj nás:

Reklamy


Reklamy