ବିଚାରକର୍ତ୍ତା 18:5 - ପବିତ୍ର ବାଇବଲ5 ତେଣୁ ସେମାନେ ତାହାକୁ କହିଲେ, “ଆମ୍ଭେମାନେ ତୁମ୍ଭକୁ ବିନୟ କରୁଅଛୁ। ପରମେଶ୍ୱରଙ୍କ ନିକଟରେ ପଗ୍ଭର ଆମ୍ଭମାନଙ୍କ ଯିବା ବାଟରେ ମଙ୍ଗଳ ହେବ କି ନାହିଁ। ତାହା ଆମ୍ଭେ ଜାଣିବାକୁ ଗ୍ଭହୁଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)5 ତହୁଁ ସେମାନେ ତାହାକୁ କହିଲେ, ଆମ୍ଭେମାନେ ତୁମ୍ଭକୁ ବିନୟ କରୁଅଛୁ, ପରମେଶ୍ଵରଙ୍କ ନିକଟରେ ପଚାର, ଆମ୍ଭମାନଙ୍କ ଯିବା ବାଟରେ ମଙ୍ଗଳ ହେବ କି ନାହିଁ, ତାହା ଆମ୍ଭେମାନେ ଜାଣିବାକୁ ଚାହୁଁ। Viz kapitolaଓଡିଆ ବାଇବେଲ5 ତହୁଁ ସେମାନେ ତାହାକୁ କହିଲେ, ଆମ୍ଭେମାନେ ତୁମ୍ଭକୁ ବିନୟ କରୁଅଛୁ, ପରମେଶ୍ୱରଙ୍କ ନିକଟରେ ପଚାର, ଆମ୍ଭମାନଙ୍କ ଯିବା ବାଟରେ ମଙ୍ଗଳ ହେବ କି ନାହିଁ, ତାହା ଆମ୍ଭେମାନେ ଜାଣିବାକୁ ଚାହୁଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ତହୁଁ ସେମାନେ ତାହାକୁ କହିଲେ, “ଆମ୍ଭେମାନେ ତୁମ୍ଭକୁ ବିନୟ କରୁଅଛୁ, ପରମେଶ୍ୱରଙ୍କ ନିକଟରେ ପଚାର, ଆମ୍ଭମାନଙ୍କ ଯିବା ବାଟରେ ମଙ୍ଗଳ ହେବ କି ନାହିଁ, ତାହା ଆମ୍ଭେମାନେ ଜାଣିବାକୁ ଚାହୁଁ।” Viz kapitola |