Online Bible

- Reklamy -




ବିଚାରକର୍ତ୍ତା 18:8 - ପବିତ୍ର ବାଇବଲ

8 ଏହା ପରେ ସେମାନେ ସରିୟ ଓ ଇଷ୍ଟାୟୋଲରେ ନିଜର ଭାତୃଗଣ ନିକଟରେ ଉପସ୍ଥିତ ହେଲେ। ତହିଁରେ ସେମାନଙ୍କର ଭାତୃଗଣ ସେମାନଙ୍କୁ ପଗ୍ଭରିଲେ, “କ’ଣ ତୁମେ ଶିକ୍ଷା କଲ?”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

8 ଏ ଉତ୍ତାରେ ସେମାନେ ସରୀୟ ଓ ଇଷ୍ଟାୟୋଲ୍ରେ ଆପଣା ଭ୍ରାତୃଗଣ ନିକଟରେ ଉପସ୍ଥିତ ହେଲେ; ତହିଁରେ ସେମାନଙ୍କର ଭ୍ରାତୃଗଣ ସେମାନଙ୍କୁ ପଚାରିଲେ, କି ବିଚାର?

Viz kapitola kopírovat

ଓଡିଆ ବାଇବେଲ

8 ଏଥିଉତ୍ତାରେ ସେହି ପାଞ୍ଚ ଜଣ ସରାୟ ଓ ଇଷ୍ଟାୟୋଲରେ ଆପଣା ଭ୍ରାତୃଗଣ ନିକଟରେ ଉପସ୍ଥିତ ହେଲେ; ତହିଁରେ ସେମାନଙ୍କର ଭ୍ରାତୃଗଣ ସେମାନଙ୍କୁ ପଚାରିଲେ, କି ବିଚାର ?

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଏଥିଉତ୍ତାରେ ସେହି ପାଞ୍ଚ ଜଣ ସରାୟ ଓ ଇଷ୍ଟାୟୋଲରେ ଆପଣା ଭ୍ରାତୃଗଣ ନିକଟରେ ଉପସ୍ଥିତ ହେଲେ; ତହିଁରେ ସେମାନଙ୍କର ଭ୍ରାତୃଗଣ ସେମାନଙ୍କୁ ପଚାରିଲେ, “କି ବିଚାର?”

Viz kapitola kopírovat




ବିଚାରକର୍ତ୍ତା 18:8

Následuj nás:

Reklamy


Reklamy