ବିଚାରକର୍ତ୍ତା 18:9 - ପବିତ୍ର ବାଇବଲ9 ତହିଁରେ ସେମାନେ କହିଲେ, “ଉଠ, ସେମାନଙ୍କର ପ୍ରତିକୂଳରେ ଯିବା। କାରଣ ଆମ୍ଭେମାନେ ସେ ଦେଶ ଦେଖିଲୁ। ଦେଖ ସେ ଦେଶ ଅତି ଉତ୍ତମ। ଆଉ ତୁମ୍ଭେମାନେ କାହିଁକି ଚୁପ ରହିଛ। ସେହି ଦେଶକୁ ଯିବାକୁ ଓ ସେ ଦେଶକୁ ଅଧିକାରକୁ ଆଣିବା ପାଇଁ ଅଳସ କର ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ତହିଁରେ ସେମାନେ କହିଲେ, ଉଠ, ସେମାନଙ୍କ ପ୍ରତିକୂଳରେ ଯିବା; କାରଣ ଆମ୍ଭେମାନେ ସେ ଦେଶ ଦେଖିଲୁ, ଦେଖ, ସେ ଦେଶ ଅତି ଉତ୍ତମ; ଆଉ ତୁମ୍ଭେମାନେ କି ତୁନି ହୋଇ ରହିଅଛ? ସେହି ଦେଶକୁ ଯିବାକୁ ଓ ପ୍ରବେଶି ତାହା ଅଧିକାର କରିବାକୁ ଆଳସ୍ୟ କର ନାହିଁ। Viz kapitolaଓଡିଆ ବାଇବେଲ9 ତହିଁରେ ସେମାନେ କହିଲେ, ଉଠ, ସେମାନଙ୍କ ବିରୁଦ୍ଧରେ ଯିବା; କାରଣ ଆମ୍ଭେମାନେ ସେ ଦେଶ ଦେଖିଲୁ, ଦେଖ, ସେ ଦେଶ ଅତି ଉତ୍ତମ; ଆଉ ତୁମ୍ଭେମାନେ କି ତୁନି ହୋଇ ରହିଅଛ ? ସେହି ଦେଶକୁ ଯିବାକୁ ଓ ପ୍ରବେଶ କରି ତାହା ଅଧିକାର କରିବାକୁ ଆଳସ୍ୟ କର ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ତହିଁରେ ସେମାନେ କହିଲେ, “ଉଠ, ସେମାନଙ୍କ ବିରୁଦ୍ଧରେ ଯିବା; କାରଣ ଆମ୍ଭେମାନେ ସେ ଦେଶ ଦେଖିଲୁ, ଦେଖ, ସେ ଦେଶ ଅତି ଉତ୍ତମ; ଆଉ ତୁମ୍ଭେମାନେ କି ତୁନି ହୋଇ ରହିଅଛ? ସେହି ଦେଶକୁ ଯିବାକୁ ଓ ପ୍ରବେଶ କରି ତାହା ଅଧିକାର କରିବାକୁ ଆଳସ୍ୟ କର ନାହିଁ। Viz kapitola |