Online Bible

- Reklamy -




ବିଚାରକର୍ତ୍ତା 19:11 - ପବିତ୍ର ବାଇବଲ

11 ଦିନ ସରିଆସିବା ବେଳକୁ ସେମାନେ ଯିବୂଷ ନିକଟରେ ଥିଲେ। ତେଣୁ ତାଙ୍କର ଦାସ ତାଙ୍କର ମୁନିବକୁ କହିଲେ, “ଗ୍ଭଲ ଏହିଠାରେ ରହିଯିବା ରାତ୍ରିଟି ଏହିଠାରେ କଟାଇ ଦେବା।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

11 ସେମାନେ ଯିବୂଷ ନିକଟରେ ହେବା ବେଳକୁ ପ୍ରାୟ ଦିନ ଶେଷ ହୋଇଥିଲା; ଏଥିରେ ଦାସ ତାହାର ମୁନିବକୁ କହିଲା, ବିନୟ କରୁଅଛି, ଆସ, ଆମ୍ଭେମାନେ ଯିବୂଷୀୟ-ମାନଙ୍କ ଏହି ନଗରକୁ ଯାଇ ସେଠାରେ ରାତ୍ରି କ୍ଷେପଣ କରୁ।

Viz kapitola kopírovat

ଓଡିଆ ବାଇବେଲ

11 ସେମାନେ ଯିବୂଷର ନିକଟବର୍ତ୍ତୀ ହେବା ବେଳକୁ ପ୍ରାୟ ଦିନ ଶେଷ ହୋଇଥିଲା; ଏଥିରେ ଦାସ ତାହାର ମୁନିବକୁ କହିଲା, ବିନୟ କରୁଅଛି, ଆସ, ଆମ୍ଭେମାନେ ଯିବୂଷୀୟମାନଙ୍କ ଏହି ନଗରକୁ ଯାଇ ସେଠାରେ ରାତ୍ରି କ୍ଷେପଣ କରୁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ସେମାନେ ଯିବୂଷର ନିକଟବର୍ତ୍ତୀ ହେବା ବେଳକୁ ପ୍ରାୟ ଦିନ ଶେଷ ହୋଇଥିଲା; ଏଥିରେ ଦାସ ତାହାର ମୁନିବକୁ କହିଲା, “ବିନୟ କରୁଅଛି, ଆସ, ଆମ୍ଭେମାନେ ଯିବୂଷୀୟମାନଙ୍କ ଏହି ନଗରକୁ ଯାଇ ସେଠାରେ ରାତ୍ରି କ୍ଷେପଣ କରୁ।”

Viz kapitola kopírovat




ବିଚାରକର୍ତ୍ତା 19:11

Následuj nás:

Reklamy


Reklamy