ବିଚାରକର୍ତ୍ତା 19:12 - ପବିତ୍ର ବାଇବଲ12 କିନ୍ତୁ ତାଙ୍କର ମୁନିବ ଲେବୀୟ ଲୋକଜଣକ ତାଙ୍କୁ କହିଲେ, “ନା, ଆମ୍ଭେ ଏହି ବିଚିତ୍ର ନଗରରେ ରହିବା ନାହିଁ। ସେହି ଲୋକମାନେ ଇସ୍ରାଏଲୀୟ ନୁହନ୍ତି। ଆମ୍ଭେମାନେ ଗିବିୟାକୁ ଯିବା।” Viz kapitolaପବିତ୍ର ବାଇବଲ (Re-edited) - (BSI)12 ମାତ୍ର ତାହାର ମୁନିବ ତାହାକୁ କହିଲା, ଆମ୍ଭେମାନେ ବିଦେଶୀୟମାନଙ୍କ ନଗରକୁ ଯିବୁ ନାହିଁ, ତାହା ଇସ୍ରାଏଲ-ସନ୍ତାନଗଣର ନୁହେଁନ୍ତମାତ୍ର ଆମ୍ଭେମାନେ ଗିବୀୟା ଯାଏ ଯିବୁ। Viz kapitolaଓଡିଆ ବାଇବେଲ12 ମାତ୍ର ତାହାର ମୁନିବ ତାହାକୁ କହିଲା, ଆମ୍ଭେମାନେ ବିଦେଶୀୟମାନଙ୍କ ନଗରକୁ ଯିବୁ ନାହିଁ, ତାହା ଇସ୍ରାଏଲ ସନ୍ତାନଗଣର ନୁହେଁ; ମାତ୍ର ଆମ୍ଭେମାନେ ଗିବୀୟା ଯାଏ ଯିବୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ମାତ୍ର ତାହାର ମୁନିବ ତାହାକୁ କହିଲା, “ଆମ୍ଭେମାନେ ବିଦେଶୀୟମାନଙ୍କ ନଗରକୁ ଯିବୁ ନାହିଁ, ତାହା ଇସ୍ରାଏଲ-ସନ୍ତାନଗଣର ନୁହେଁ; ମାତ୍ର ଆମ୍ଭେମାନେ ଗିବୀୟା ଯାଏ ଯିବୁ।” Viz kapitola |