ବିଚାରକର୍ତ୍ତା 19:13 - ପବିତ୍ର ବାଇବଲ13 ଲେବୀୟ ଲୋକଜଣକ କହିଲେ, “ଆସ ଆମ୍ଭେମାନେ ଏହି ଦୁଇ ସ୍ଥାନରୁ କୌଣସି ଏକ ସ୍ଥାନକୁ ଯିବା, ପୁଣି ଗିବିୟା କି ରାମାରେ ରାତ୍ରି କାଟିବା।” Viz kapitolaପବିତ୍ର ବାଇବଲ (Re-edited) - (BSI)13 ପୁଣି ସେ ଆପଣା ଦାସକୁ କହିଲା, ଆସ, ଆମ୍ଭେମାନେ ଏହି ଦୁଇ ସ୍ଥାନରୁ କୌଣସି ଏକ ସ୍ଥାନକୁ ଯାଉ; ପୁଣି ଗିବୀୟା କି ରାମାରେ ରାତ୍ରି କାଟିବା। Viz kapitolaଓଡିଆ ବାଇବେଲ13 ପୁଣି ସେ ଆପଣା ଦାସକୁ କହିଲା, ଆସ, ଆମ୍ଭେମାନେ ଏହି ଦୁଇ ସ୍ଥାନରୁ କୌଣସି ଏକ ସ୍ଥାନକୁ ଯାଉ; ପୁଣି ଗିବୀୟା କି ରାମାରେ ରାତ୍ରି କାଟିବା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ପୁଣି ସେ ଆପଣା ଦାସକୁ କହିଲା, “ଆସ, ଆମ୍ଭେମାନେ ଏହି ଦୁଇ ସ୍ଥାନରୁ କୌଣସି ଏକ ସ୍ଥାନକୁ ଯାଉ; ପୁଣି ଗିବୀୟା କି ରାମାରେ ରାତ୍ରି କାଟିବା।” Viz kapitola |