Online Bible

- Reklamy -




ବିଚାରକର୍ତ୍ତା 19:15 - ପବିତ୍ର ବାଇବଲ

15 ତେଣୁ ସେମାନେ ଗିବିୟାରେ ରାତ୍ରି କାଟିବା ପାଇଁ ବାଟ ଛାଡ଼ିଗଲେ। ସେମାନେ ନଗରରେ ପ୍ରବେଶ କଲେ ଏବଂ ନଗର ଛକରେ ବସିଲେ। କିନ୍ତୁ ରାତ୍ରି ଯାପନ କରିବା ପାଇଁ କେହି ସେମାନଙ୍କୁ ନିମନ୍ତ୍ରଣ କଲା ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

15 ତହୁଁ ସେମାନେ ଗିବୀୟାରେ ରାତ୍ରି କାଟିବା ପାଇଁ ବାଟ ଛାଡ଼ି ଗଲେ; ପୁଣି ସେମାନେ ନଗର ଭିତରକୁ ଯାଇ ଦାଣ୍ତରେ ବସିଲେ; କାରଣ ରାତ୍ରି କାଟିବା ପାଇଁ ସେମାନଙ୍କୁ ଆପଣା ଘରକୁ ନେବାକୁ କେହି ନ ଥିଲା।

Viz kapitola kopírovat

ଓଡିଆ ବାଇବେଲ

15 ତହୁଁ ସେମାନେ ଗିବୀୟାରେ ରାତ୍ରି କାଟିବା ପାଇଁ ବାଟ ଛାଡ଼ି ଗଲେ; ପୁଣି ସେମାନେ ନଗର ଭିତରକୁ ଯାଇ ଦାଣ୍ଡରେ ବସିଲେ; କାରଣ ରାତ୍ରି କାଟିବା ପାଇଁ ସେମାନଙ୍କୁ ଆପଣା ଘରକୁ ନେବାକୁ କେହି ନ ଥିଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ତହୁଁ ସେମାନେ ଗିବୀୟାରେ ରାତ୍ରି କାଟିବା ପାଇଁ ବାଟ ଛାଡ଼ିଗଲେ; ପୁଣି ସେମାନେ ନଗର ଭିତରକୁ ଯାଇ ଦାଣ୍ଡରେ ବସିଲେ; କାରଣ ରାତ୍ରି କାଟିବା ପାଇଁ ସେମାନଙ୍କୁ ଆପଣା ଘରକୁ ନେବାକୁ କେହି ନ ଥିଲା।

Viz kapitola kopírovat




ବିଚାରକର୍ତ୍ତା 19:15

Následuj nás:

Reklamy


Reklamy