ବିଚାରକର୍ତ୍ତା 19:17 - ପବିତ୍ର ବାଇବଲ17 ସେ ଲୋକ ଅନାଇ ନଗରର ଛକରେ ସେହି ପଥିକକୁ ବସିଥିବାର ଦେଖିଲା, ଏବଂ ସେହି ବୃଦ୍ଧ ଲୋକଜଣକ ପଗ୍ଭରିଲେ, “ତୁମ୍ଭେ କେଉଁଠାରୁ ଆସିଅଛ? ତୁମ୍ଭେ କେଉଁଠାକୁ ଯାଉଅଛ?” Viz kapitolaପବିତ୍ର ବାଇବଲ (Re-edited) - (BSI)17 ପୁଣି ସେ ଲୋକ ଅନାଇ ନଗରର ଦାଣ୍ତରେ ସେହି ପଥିକକୁ ଦେଖିଲା ଓ ସେହି ବୃଦ୍ଧ ଲୋକ ପଚାରିଲା, ତୁମ୍ଭେ କେଉଁଠାକୁ ଯାଉଅଛ? ପୁଣି କେଉଁଠାରୁ ଆସିଅଛ? Viz kapitolaଓଡିଆ ବାଇବେଲ17 ପୁଣି ସେ ଲୋକ ଅନାଇ ନଗରର ଦାଣ୍ଡରେ ସେହି ପଥିକକୁ ଦେଖିଲା ଓ ସେହି ବୃଦ୍ଧ ଲୋକ ପଚାରିଲା, ତୁମ୍ଭେ କେଉଁଠାକୁ ଯାଉଅଛ ? ପୁଣି କେଉଁଠାରୁ ଆସିଅଛ ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ପୁଣି ସେ ଲୋକ ଅନାଇ ନଗରର ଦାଣ୍ଡରେ ସେହି ପଥିକକୁ ଦେଖିଲା ଓ ସେହି ବୃଦ୍ଧ ଲୋକ ପଚାରିଲା, “ତୁମ୍ଭେ କେଉଁଠାକୁ ଯାଉଅଛ? ପୁଣି କେଉଁଠାରୁ ଆସିଅଛ?” Viz kapitola |